www.samajalive.in
Sunday, December 7, 2025
26.1 C
Bhubaneswar

ଗଡ଼ଚିରୋଲିରେ ଗୁଳିବିନିମୟ; ପୁଲିସ ଗୁଳିରେ ୧୩ ମାଓବାଦୀ ନିହତ

ମୁମ୍ବଇ: ମହାରାଷ୍ଟ୍ରର ଗଡ଼ଚିରୋଲିରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ୧୩ ମାଓବାଦୀ ନିହତ ହୋଇଛନ୍ତି। ମହାରାଷ୍ଟ୍ର ପୁଲିସର ସି-୬୦ ୟୁନିଟ୍‌ ଏବଂ ମାଓବାଦୀଙ୍କ ମଧ୍ୟରେ ଗଡ଼ଚିରୋଲି ଜଙ୍ଗଲରେ ଏହି ଗୁଳିବିନିମୟ ଘଟିଥିବା ଗଡ଼ଚିରୋଲି ଡିଆଇଜି ସନ୍ଦୀପ ପାଟିଲ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଗଡ଼ଚିରୋଲିର ଇଟାପାଲ୍ଲି ଜଙ୍ଗଲରେ ମାଓବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହା ପରେ ପୁଲିସ ପକ୍ଷରୁ ଉକ୍ତ ଗଙ୍ଗଲରେ ମାଓବାଦୀ ଦମନ ଅଭିଯାନ ଆରମ୍ଭ ହୋଇଥିଲା। ଅଭିଯାନ ସମୟରେ ପୁଲିସ ଏବଂ ମାଓବାଦୀମାନେ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷ ମଧ୍ୟରେ ଜୋରଦାର ଗୁଳିବିନିମୟ ଘଟିଥିଲା। ପୁଲିସ ଘଟଣାସ୍ଥଳରୁ ୧୩ ମାଓବାଦୀଙ୍କ ମୃତଦେହ ଜବତ କରିଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories