www.samajalive.in
Thursday, December 11, 2025
13.1 C
Bhubaneswar

ନିରଞ୍ଜନ ପଟ୍ଟନାୟକଙ୍କ ପକ୍ଷରୁ ଦୁଇ ଡାକ୍ତରଖାନାକୁ ରୋଗୀ ଯାନ ଦାନ

ପାଟଣା :  ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପକ୍ଷରୁ ଦୁଇ ଡାକ୍ତରଖାନାକୁ କରୋନା ପୀଡ଼ିତଙ୍କ ସହାୟତା ନିମନ୍ତେ ଦୁଇଟି ରୋଗୀ ଯାନ ପ୍ରଦାନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧ ବାର୍ଷିକୀରେ ଏହି ଦୁଇଟି ରୋଗୀ ଯାନ ପ୍ରଦାନ କରାଯାଇଛି। ଆନନ୍ଦପୁର ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାକୁ ଗୋଟିଏ ଟାଟା ୱିଙ୍ଗର ରୋଗୀଯାନ ଓ ଘଟଗାଁ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ଏକ ମାରୁତି ଓମନି ରୋଗୀଯାନ କଂଗ୍ରେସ ପକ୍ଷରୁ ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ଏହାକୁ ଘଟଗାଁ ବ୍ଲକ କଂଗ୍ରେସ ସଭାପତି ପ୍ରଭାକର ନାୟକ ସ୍ଵାଗତ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories