www.samajalive.in
Monday, December 8, 2025
24.1 C
Bhubaneswar

ଅପରାହ୍ନ ୧ଟା ସୁଦ୍ଧା ମୁଖ୍ୟ ଖବର (୨୨ ମେ ୨୦୨୧)

ଦେଶ/ବିଦେଶ ଖବର

୨ୟ ତରଙ୍ଗରେ ୪୨୦ ଡାକ୍ତରଙ୍କ ମୃତ୍ୟୁ ହୋଇଛି

- Advertisement -

ଲଦାଖରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୩.୬

– ଭାରତୀୟ କ୍ରିକେଟ ଦଳର କୋଚ୍‌ ହେବେ ଦ୍ରାଭିଡ୍‌ ! ଶ୍ରୀଲଙ୍କା ଗସ୍ତରେ ଭାର ସମ୍ଭାଳିବେ

– ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ପ୍ରାଣ ହରାଇଛନ୍ତି।

ଟିକା ସମସ୍ୟା ପାଇଁ କେନ୍ଦ୍ରକୁ ପରୋକ୍ଷରେ ଦାୟୀ କଲା ସିରମ ଇନଷ୍ଟିଚ୍ୟୁଟ୍‌

– ଭବିଷ୍ୟତରେ କୋଭିଡ-୧୯ ସାଧାରଣ ଥଣ୍ଡା ରୋଗରେ ପରିଣତ ହୋଇପାରେ: ଗବେଷକ

– ଗଣତନ୍ତ୍ର ଦିବସରେ ଲାଲ କିଲ୍ଲା ହିଂସା; ୩୨୨୪ ପୃଷ୍ଠାର ଅଭିଯୋଗ ଫର୍ଦ୍ଦ ଦାଖଲ

– ୨୦୨୦ ବିହାର ନିର୍ବାଚନରେ ଭାଜପାର ଖର୍ଚ୍ଚ ୭୧.୭୩ କୋଟି ; ତାରକା ପ୍ରଚାରକଙ୍କ ବିମାନ ଭଡା ୨୪ କୋଟି

– ମୁଣ୍ଡପିଛା ଆୟରେ ଭାରତକୁ ଟପିଲା ବାଂଲାଦେଶ

– ଏୟାର ଇଣ୍ଡିଆ ତଥ୍ୟ ଚୋରି :୪୫ ଲକ୍ଷ ପ୍ରଭାବିତ

– ଚୀନରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୪

– ଜାମ୍ମୁରେ ୧୨୦ ବର୍ଷୀୟା ମହିଳା ନେଲେ କୋଭିଡ ଟିକା

ରାଜ୍ୟ ଖବର

– ରାଜ୍ୟରେ ଆଖି ବୁଜିଲେ ଆଉ ୨୬ କରୋନା ଆକ୍ରାନ୍ତ

– ଦିନକରେ ରାଜ୍ୟରେ ନୂଆ ୧୧୧୦୮ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ୧୪୫୧

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories