www.samajalive.in
Monday, December 8, 2025
13.1 C
Bhubaneswar

ପୁଣି ଦୁଇ ସେବାୟତ ପଜିଟିଭ୍‍ : ୨୦ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ : ରଥ ଖଳାରୁ ଶନିବାର ଆଉ ଦୁଇ ଜଣ ସେବାୟତ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହାରଣା ଓ ଜଣେ ଭୋଇ ସେବାୟତ ଅିଛନ୍ତି। ତେବେ ପଜିଟିଭ୍‍ ଚିହ୍ନଟ ହୋଇଥିବା ମହାରଣା ଓ ଭୋଇ ସେବକ ରଥ କାମ କରୁନଥିଲେ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି।
ସୂଚନାଯୋଗ୍ୟ, ରଥ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ସେବାୟତଙ୍କୁ ମଧ୍ୟରୁ ଆଜିକୁ ମିଶାଇ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ପ୍ରଥମ ପର୍ଯ୍ୟାୟରେ ୮ ଜଣ, ଗତକାଲି ୧୦ ଜଣ ଓ ଆଜି ଦୁଇ ଜଣ ସେବାୟତ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କୋଭିଡ଼୍‍ ଯତ୍ନ କେନ୍ଦ୍ରରେ ରଖାଯାଇ ଚିକିତ୍ସା କରାଯାଉଛି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories