www.samajalive.in
Wednesday, December 10, 2025
18.1 C
Bhubaneswar

ଆଜି ଭୁବନେଶ୍ବରରେ ୧୦୭୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୮୯

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୦୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୪୮ ଏବଂ ଲୋକାଲ କଣ୍ଟାକ୍ଟ କେସ ୯୨୮ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ବିଏମ୍‌ସି ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୭୯୫୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୪୮୬୯ଜଣ ସୁସ୍ଥ ହୋଇଥିବାବେଳେ ୧୨୭୫୬ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୧୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories