www.samajalive.in
Monday, December 8, 2025
24.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

– ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ଅନ୍ତର୍ଜାତୀୟ ହକି ଫେଡରେସନ୍ ପକ୍ଷରୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ୱାର୍ଡ ପ୍ରଦାନ
– ଆଜି ଭୁବନେଶ୍ବରରେ ୧୦୭୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୮୯
– ବାତ୍ୟା ‘ୟାସ୍’ ସମ୍ପର୍କରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟିର ସମୀକ୍ଷା ବୈଠକ
– ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ ; ମୁଖ୍ୟ ଶାସନ ସଚିବ, ଏସ୍‌ଆର୍‌ସି, ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ସାମିଲ
– ‘ସବୁ ଜୀବନ ମୂଲ୍ୟବାନ’, ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଦିଆଯିବ ଗୁରୁତ୍ବ: ମୁଖ୍ୟମନ୍ତ୍ରୀ
– ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ
– ସମ୍ଭାବ୍ୟ ବାତ୍ୟା ମୁକାବିଲା ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆତଙ୍କିତ ନ ହେବାକୁ ପରାମର୍ଶ
– ୨୨ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌, ୬୬ଟି ଓଡିଆର୍‌ଏଏଫ୍‌ ଟିମ୍‌, ୧୭୭ଟି ଅଗ୍ନିଶମ ସେବା ଟିମ୍‌ ଆଦି ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ
– ଉପକୂଳବର୍ତ୍ତୀ ଜିଲାର ଜିଲାପାଳମାନେ ମଧ୍ୟ ବୈଠକରେ ଉପସ୍ଥିତି, ଭିଡିଓ କନ୍‌ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
– ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା
– ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ନେଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିବି : ଶ୍ରୀ ପ୍ରଧାନ
– ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ ସମ୍ଭାବ୍ୟ ବାତ୍ୟା ‘ୟାସ’
– ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଏହା କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ
– ଏହା ଉତର-ଉତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ,୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ଉପକୂଳ ଛୁଇଁବ
– ଉତର ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଏହା ଉପକୂଳ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ସୂଚନା
– ବାତ୍ୟା ପ୍ରଭାବରେ ୨୫ ଅପରାହ୍ଣରୁ ଉତ୍ତର ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ
– ଉପକୂଳ ଛୁଇଁଲା ବେଳକୁ ପବନ ବେଗ ୧୨୦ରୁ ୧୬୫ କିମି ରହିବ। ସ୍ଥଳ ବିଶେଷରେ ମଝିରେ ମଝିରେ ପବନର ବେଗ ୧୮୫ ଛୁଇଁପାରେ
– ଆଜି ରାଜ୍ୟରେ ସୁସ୍ଥ ହେଲେ ୧୦୬୦୧ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫୭୭୯୮୩କୁ ବୃଦ୍ଧି
– ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି
– ପୁରୀରେ ପୁଣି ଦୁଇ ସେବାୟତ ପଜିଟିଭ୍‍, ୨୦ ସେବାୟତ କରୋନା ପଜିଟିଭ୍‍ ଚିହ୍ନଟ
– ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ପ୍ରାଣ ହରାଇଛନ୍ତି।
– ରାଜ୍ୟରେ ଆଖି ବୁଜିଲେ ଆଉ ୨୬ କରୋନା ଆକ୍ରାନ୍ତ
– ଦିନକରେ ରାଜ୍ୟରେ ନୂଆ ୧୧୧୦୮ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ୧୪୫୧

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories