www.samajalive.in
Tuesday, December 9, 2025
17.1 C
Bhubaneswar

ନାବାଳିକା ସହ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରିଫ

ଜେକେପୁର(ରାୟଗଡା): ମଣିିଷ ସମାଜରେ ମାନବିକତା ହଜିଯାଇଛି ଦୁଷ୍କର୍ମ ବଢ଼ିଯାଇଛି l ରାୟଗଡା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଚାନ୍ଦିଲି ଥାନା ଅନ୍ତର୍ଗତ ଜକେପୁର ସହରରେ ଏହିଭଳି ଘଟଣା ଘଟିଛି l ଜଣେ ୫୪ ବର୍ଷ ବୟସ୍କ ବ୍ୟକ୍ତି ୧୪ ବର୍ଷର ନାବାଳିକାକୁ ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଟକ ଅଛନ୍ତି l ଚାନ୍ଦିଲି ଥାନର ସୂଚନା ଅନୁଯାଇ ଭଗବାନ ପଣ୍ଡା ନାମକ  ଏକ ବ୍ୟକ୍ତି ନାବାଳିକା ଝିଅର ସରଳତାର ସୁଯୋଗ ନେଇ ଦୁଷ୍କର୍ମ କରିଥିଲେ l ଏନେଇ ଝିଅର ପରିବାର ପକ୍ଷରୁ ଚାନ୍ଦିଲି ଥାନାରେ ଲିଖିତ ଅଭିଯୋଗ ରୁଜୁ ହୋଇଥିଲା l ଅଭିଯୁକ୍ତକୁ ଗିରିଫ କରି ଥାନାରେ ଅଟକ ରଖାଯାଇଛି। ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି ଥାନ ଅଧିକାରୀ ତଥା ତଦନ୍ତ ଅଧିକାରୀ ବିଜୟଲକ୍ଷ୍ମୀ ହିକକା ପ୍ରକାଶ କରିଛନ୍ତି l

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories