www.samajalive.in
Monday, December 8, 2025
24.1 C
Bhubaneswar

ଭୁବନେଶ୍ବରରେ ଆକ୍ରାନ୍ତଙ୍କଠାରୁ ଆରୋଗ୍ୟ ସଂଖ୍ୟା ଅଧିକ

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି)ରେ କରୋନା ଆକ୍ରାନ୍ତଙ୍କଠାରୁ ଆରୋଗ୍ୟ ସଂଖ୍ୟା ଅଧିକ ରହିଥିବା ଜଣାପଡ଼ିଛି। ଆଜି ବିଏମ୍‌ସି ଅଞ୍ଚଳରେ ୯୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦୨୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେସ ୧୪୫ ଏବଂ ଲୋକାଲ କଣ୍ଟାକ୍ଟ କେସ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୯୯୦୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୬୮୩୧ଜଣ ସୁସ୍ଥ ହୋଇଥିବାବେଳେ ବିଭିନ୍ନ ଡାକ୍ତରଖାନାରେ ୧୨୭୩୨ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୩୧୮ଜଣଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories