www.samajalive.in
Tuesday, December 9, 2025
17.1 C
Bhubaneswar

ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୧୧୬୧୪, ମୋଟ ଆରୋଗ୍ୟ ସଂଖ୍ୟା ୬୦୧୨୨୪କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୬୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬୦୧୨୨୪କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଦଇକ ୧୪୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୨୦୬, କଟକ ୧୧୮୦, ଅନୁଗୁଳ ୭୯୩, ସମ୍ବଲପୁର ୫୫୨, ବରଗଡ଼ ୪୧୨, ବଲାଙ୍ଗିର ୪୦୦, ପୁରୀ ୩୮୯, ମୟୂରଭଞ୍ଜ ୩୮୮, କଳାହାଣ୍ଡି ୩୭୫, ଯାଜପୁର ୩୪୯, ଝାରସୁଗୁଡ଼ା ୩୪୬, ନବରଙ୍ଗପୁର ୩୪୫, ବାଲେଶ୍ବର ୩୦୩, ଭଦ୍ରକ ୨୯୮, ଷ୍ଟେଟପୁଲ ୨୮୪, ଢେଙ୍କାନାଳ ୨୮୨, ଜଗତସିଂହପୁର ୨୬୪, ନୟାଗଡ଼ ୨୫୯, ସୋନପୁର ୨୩୯, ଗଞ୍ଜାମ ୨୩୧, କୋରାପୁଟ ୧୯୯, ନୂଆପଡ଼ା ୧୮୭, ବୌଦ୍ଧ ୧୮୫, କେନ୍ଦ୍ରାପଡ଼ା ୧୪୮, କେନ୍ଦୁଝର ୧୩୮, ରାୟଗଡ଼ା ୧୩୨, ଦେବଗଡ଼ ୧୦୭, ଗଜପତି ୧୦୪, କନ୍ଧମାଳ ୧୦୨ ଏବଂ ମାଲକାନଗିରିରୁ ୧୦୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories