www.samajalive.in
Monday, December 8, 2025
13.1 C
Bhubaneswar

ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ବାତ୍ୟା ଆଶ୍ରୟ ସ୍ଥଳ ପରିଦର୍ଶନ

ଭୁବେନେଶ୍ୱର: ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ଅପରାହ୍ନରେ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଗସ୍ତ କରି ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି I ସମୁଦ୍ର କୂଳ ଅଞ୍ଚଳରେ ମାଟି ତଥା କଚ୍ଚା ଘରେ ଥିବା ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ବାତ୍ୟା ଆଶ୍ରୟ ସ୍ଥଳକୁ ଆଣିବା ଏବଂ ସରକାରଙ୍କ ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟକୁ ପୂରଣ କରିବା ନେଇ କ’ଣ ସବୁ ବ୍ୟବସ୍ଥା କରାଯାଇଛି ତାହାର ତଦାରଖ କରିଥିଲେ I ଏଥି ସହ ଏହି ସବୁ ସ୍ଥାନରେ ଯେପରି କୋଭିଡ ନିୟମର ସଠିକ ଅନୁପାଳନ ହେବ ସେ ସମ୍ପର୍କରେ ମନ୍ତ୍ରୀ ଶ୍ରୀ ବେହେରା ସ୍ଥାନୀୟ ପ୍ରଶାସନ ସହିତ ଆଲୋଚନା କରିଥିଲେ I

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories