www.samajalive.in
Sunday, December 7, 2025
23.1 C
Bhubaneswar

ଜି.ଉଦୟଗିରିରେ ନୂତନ ଥାନା ଅଧିକାରୀଣୀଙ୍କ ଦାୟୀତ୍ବ ଗ୍ରହଣ

ଜି.ଉଦୟଗିରି : ଆଜି ସ୍ଥାନୀୟ ଆଦର୍ଶ ଥାନାରେ ନୂତନ ଥାନା ଅଧିକାରୀଣୀ ଭାବେ ରେବତୀ ଶବର ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଟିକାବାଲି ଥାନା ଅଧିକାରୀଣୀ ଭାବେ ଦାୟିତ୍ବ ତୁଲାଇଥିଲେ।ସେ ନିଜ ପ୍ରତିକ୍ରୀୟାରେ ବର୍ତ୍ତମାନର କରୋନା ଦ୍ବିତୀୟ ଲହର ଉଗ୍ର ରୁପ ନେଉଥିବା ବେଳେ ଅମାନିଆଙ୍କୁ ସାବାଡ କରିବା  ସହ ଆଇନ ଶୃଙ୍ଖଳା ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଅ।ଯିବ ବୋଲି ସେ ମତପ୍ରକାଶ କରିଛନ୍ତି। ପୂର୍ବରୁ ଜି.ଉଦୟଗିରି ଥାନାରେ ଅବସ୍ଥାପିତ ଥିବା ଥାନା ଅଧିକାରୀ ନରେଶ କୁମାର ସାହୁଙ୍କୁ ଅନୁଗୁଳ ଜିଲ୍ଲାକୁ ବଦଳି ହୋଇଥିବା ଜଣାପଡିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories