www.samajalive.in
Sunday, December 14, 2025
26.1 C
Bhubaneswar

ଦିନ ୩ଟା – ମୁଖ୍ୟ ଖବର (୨୫ ମେ ୨୦୨୧)

ରାଜ୍ୟ ଖବର
-ପାରାଦୀପଠାରୁ ୨୮୦ କିମି ଦୂରରେ ‘ୟାସ’, ଘଣ୍ଟା ପ୍ରତି ୧୭ କିମି ବେଗରେ ଆଗକୁ ବଢ଼ୁଛି

– ବାତ୍ୟା ୟାସ ପ୍ରଭାବରେ ସକାଳ ୮ଟା ସୁଦ୍ଧା ପାରାଦୀପରେ ୧୬୧.୧ ମିମି ବର୍ଷା ରେକର୍ଡ, ପାରାଦୀପ ଓ ଧାମରା ପାଇଁ ୧୦ ନମ୍ବର ବିପଦ ସଙ୍କେତ ଜାରି

- Advertisement -

– ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବ: ଏସଆରସି

– ରାଜ୍ୟରେ ଦିନକରେ ୧୦୯୩୯ ନୂଆ କରୋନା ସଂକ୍ରମିତ; ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ ଚିହ୍ନଟ

– ରାଜ୍ୟରେ ଦିନକରେ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୭ ମୃତ

– ରାୟଗଡା ଜିଲ୍ଲାର ଜେକେପୁର ଠାରେ ଥିବା କୋଭିଡ ଡାକ୍ତରଖାନାରେ ଜଣେ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି

-ରାଉରକେଲାରେ ଭୁଷୁଡ଼ିଲା ପୁରୁଣା ବ୍ୟାଙ୍କ କଲୋନୀ କୋଠା

– ବାତ୍ୟା ମୁକାବିଲା ପାଇଁ ୪୦୪ଟି ଅଭିଜ୍ଞ ଟିମ, ୧୨ ହଜାର କୁଶଳୀ ଓ ୬ ଶହରୁ ଅଧିକ ଦଳ ପ୍ରସ୍ତୁତ

– ମାଡିଆସୁଛି ଅତି ଭୟଙ୍କର ବାତ୍ୟା ୟାସ୍‍; ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ସ୍ଥାନାନ୍ତର କାର୍ଯ୍ୟ, କୋଭିଡ ସଂକ୍ରମଣ ଆଶଙ୍କାରେ କିଛି ଲୋକ ନିଜ ଘର ଛାଡିବାକୁ ନାରାଜ

– ସିଲେରୁ ନଦୀରେ ଡ଼ଙ୍ଗା ବୁଡ଼ି ଜଣେ ମୃତ, ୩ ଉଦ୍ଧାର: ୭ ନିଖୋଜ

– ଜୁନ୍‍ ୧ ପରେ ହୀରାକୁଦ ଛାଡିବ ପାଣି; ୧୩ଟି ମହାନଦୀ କୂଳ ଜିଲାକୁ ସତର୍କ ସୂଚନା ଜାରି

– ବିବାହ ଭୋଜି ରୋକିଲା ପ୍ରଶାସନ : ଦଶ ହଜାର ଜରିମାନା

– ପରଲୋକରେ ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ

ଦେଶ/ବିଦେଶ ଖବର

– ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୯୬ ହଜାର ୪୨୭ କରୋନା ସଂକ୍ରମିତ ଚିହ୍ନଟ, ୩୫୧୧ ମୃତ

– ୧ଲକ୍ଷ କରୋନା ରୋଗୀଙ୍କୁ କରୋନିଲ୍‌ କିଟ୍‌ ବାଣ୍ଟିବେ ହରିୟାଣା ସରକାର

– ବର୍ନାର୍ଡ ଆର୍ନଲ୍ଟ ବିଶ୍ୱର ସବୁଠୁ ଧନୀ, ଜେଫ୍‍ ବେଜୋସଙ୍କୁ ପଛରେ ପକାଇଲେ

– ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ନିଖୋଜ

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories