www.samajalive.in
Saturday, December 13, 2025
26.1 C
Bhubaneswar

ଦିନ ୩ଟା – ମୁଖ୍ୟ ଖବର

-ବାତ୍ୟା ‘ୟାସ’ର ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା ଶେଷ ; ଆଗାମୀ ୧୨ ଘଣ୍ଟା ମୟୁରଭଞ୍ଜ ଜିଲା ପାଇଁ ଗୁରୁତ୍ୱପୂର୍ଣ୍ଣ 
-ଆଜି ବୁଦ୍ଧ ପୂର୍ଣ୍ଣମୀ, ସଂପୂର୍ଣ୍ଣ ଚନ୍ଦ୍ରଗ୍ରହଣ
– ଦେଶରେଆଉ ୨,୦୮,୯୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ୪,୧୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ୩,୧୧,୩୮୮ରେ ପହଞ୍ଚିଛି
-ଚିଲିକାକୂଳ ତିନିଟି ଗାଁରେ ପଶିଲା ସମୁଦ୍ର ପାଣି; ବାତ୍ୟା ପ୍ରଭାବରେ ଭାଙ୍ଗିଲା ସୁରକ୍ଷା ପ୍ରାଚୀରର କିଛି ଅଂଶ
 – ରାଜ୍ୟରେ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ; ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୫୮୪ରେ ପହଞ୍ଚିଛି
– ଓଡ଼ିଶାରେ ଦିନକରେ ନୂଆ ୧୧୬୨୩ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧
ଜାତିସଂଘ ମହାସଚିବଙ୍କୁ ଭେଟିଲେ ଜୟଶଙ୍କର; ଟିକା ପ୍ରସଙ୍ଗରେ ହେଲା ଆଲୋଚନା
-ମଇ ୨୫ ସୁଦ୍ଧା ଦେଶରେ ୨୦ କୋଟିରୁ ଅଧିକ ପାନ ଟିକାକରଣ
-ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟ କରୋନା ସଂକ୍ରମିତ; ହସପିଟାଲରେ ଭର୍ତ୍ତି
-ବୁର୍ଲା ଭିମସାର ଆଶୁଚିକିତ୍ସା ବିଭାଗରେ ନେଗେଟିଭ କୋଭିଡ଼ ରୋଗୀ ପିଜିଟିଭ ହେବାକୁ ନେଇ ଉତ୍ତେଜନା
– ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ସାରଙ୍ଗଯୋଡି ବଜାରରେ ଆଇ ଆଇ ସି ଙ୍କ ଉପସ୍ଥିତି , ଉଦ୍ୟମରେ ବୃଦ୍ଧଙ୍କ ଶବ ସତ୍କାର

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories