www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୦୬୩୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୬୨୩୬୨୮କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୬୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬୨୩୬୨୮କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ୯୩୭, ସୁନ୍ଦରଗଡ଼ ୮୩୦, ଯାଜପୁର ୭୫୪, ଅନୁଗୁଳ ୫୦୩, ସମ୍ବଲପୁର ୪୯୪, ପୁରୀ ୪୭୨, ଭଦ୍ରକ ୪୪୨, ମୟୂରଭଞ୍ଜ ୪୩୮, ବରଗଡ଼ ୩୯୫, ବାଲେଶ୍ବର ୩୫୪, ଝାରସୁଗୁଡ଼ା ୩୪୦, ବଲାଙ୍ଗିର ୨୮୯, ନବରଙ୍ଗପୁର ୨୭୧, କୋରାପୁଟ ୨୭୦, ନୟାଗଡ଼ ୨୬୫, ଢେଙ୍କାନାଳ ୨୬୩, ସୋନପୁର ୨୫୪, ଗଞ୍ଜାମ ୨୪୨, ବୌଦ୍ଧ ୨୪୨, ନୂଆପଡ଼ା ୨୧୮, ଜଗତସିଂହପୁର ଷ୍ଟେଟପୁଲ ୨୦୦, ୧୯୯, ରାୟଗଡ଼ା ୧୬୯, କେନ୍ଦୁଝର ୧୬୭, କେନ୍ଦ୍ରାପଡ଼ା ୧୫୩, କଳାହାଣ୍ଡି ୧୨୩, ଦେବଗଡ଼ ୧୦୬, କନ୍ଧମାଳ ୮୧, ଗଜପତି ୭୦, ମାଲକାଗନିରି ୬୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories