www.samajalive.in
Tuesday, December 9, 2025
15.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର (୨୭ ମେ ୨୦୨୧)

ଦେଶ/ବିଦେଶ ଖବର
-ନୂଆ ଆଇଟି ନିୟମ ସାମାଜିକ ଗଣମାଧ୍ୟମର ଦୁରୁପୋଯୋଗ ରୋକିବାକୁ ଉଦ୍ଦିଷ୍ଟ: ରବିଶଙ୍କର

– ଚିନ୍ତା ବଢ଼ାଉଛି ଧଳା କବକ ସଂକ୍ରମଣ; ରୋଗୀଙ୍କ ଅନ୍ତ୍ରନଳୀରେ ହୋଇଯାଉଛି ଛିଦ୍ର

- Advertisement -

– କରୋନା ବିରୋଧୀ ଲଢ଼େଇ​ରେ ସାମିଲ ହେଲା ‘କକ୍‌ଟେଲ ଆଣ୍ଟିବଡି’, ରୋଗୀଙ୍କ ଉପରେ ୭୦% ପ୍ରଭାବୀ

– କୋଭିଡ-୧୯ ଉତ୍ପତ୍ତିର ଗୋଇନ୍ଦା ରିପୋର୍ଟ ମାଗିଲେ ବାଇଡେନ, ତିନିମାସ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

 ସଞ୍ଜୟ ଦତ୍ତଙ୍କୁ ୟୁଏଇର ଗୋଲ୍ଡେନ ଭିସା

– ୧୨ ବର୍ଷରୁ ଊର୍ଦ୍ଧ୍ଵ ପିଲାଙ୍କ ପାଇଁ ଉପଯୁକ୍ତ ଫାଇଜର ଟିକା, ଭାରତରେ ତ୍ଵରିତ ମଞ୍ଜୁରୀ ପାଇଁ କମ୍ପାନୀର ନିବେଦନ

– ଆତଙ୍କବାଦକୁ କୂଟନୀତି ଭାବରେ ଗ୍ରହଣ କରିପାରିବୁ ନାହିଁ: ଜୟଶଙ୍କର

– ଡୋମିନାକାରେ ଧରାପଡିଲେ ପଳାତକ ବ୍ୟବସାୟୀ ମେହୁଲ ଚୋକ୍ଷି

– ଭାରତୀୟ ଔଷଧ କ୍ଷେତ୍ରର ଦ୍ରୁତ ଅଭିବୃଦ୍ଧି

– ଦେଶରେ ପୁଣି ୨ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

-ଦୁନିଆର ସବୁଠାରୁ ଦୁର୍ଲ୍ଲଭ ହୀରା ; ୨୧୮ କୋଟି ଟଙ୍କାରେ ହୋଇଛି ନିଲାମ

ରାଜ୍ୟ ଖବର

– ଭୁବନେଶ୍ୱର ଓ କୋଲକାତା ବିମାନ ବନ୍ଦରରୁ ଉଡାଣ ଆରମ୍ଭ

– ରାଜ୍ୟରେ ଦିନକରେ ୬୭୩୬ ନୂଆ ସଂକ୍ରମିତ ଚିହ୍ନଟ; ଅନୁଗୁଳରୁ ସର୍ବାଧିକ ୭୮୮

– ୮ଶହ ୫୦ କିଲୋ ଗଂଜେଇ ଜବତ, ୪ ଗିରଫ

– କରୋନାରେ ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ

– ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଗଭୀର ଶୋକ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories