www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ୨ଲକ୍ଷ ତଳକୁ ପୁଣି ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ୨ ଲକ୍ଷ ତଳକୁ ଖସିଛି। ୨୪ ଘଣ୍ଟାରେ ୧ ଲକ୍ଷ ୮୬ ହଜାର ୩୬୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୫,୫୫,୪୫୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୬୬୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୮ ହଜାର ୮୯୫ରେ ପହଞ୍ଚିଛି। ଦିନକରେ ୨,୫୯,୪୫୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୪୮,୯୩,୪୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୦.୩୪% କୁ ବୃଦ୍ଧିପାଇଛି। ୨୩,୪୩,୧୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories