www.samajalive.in
Monday, December 8, 2025
27.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

– ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତି ଦେଖିଲେ ପ୍ରଧାନମନ୍ତ୍ରୀ ମୋଦୀ, ରାଜ୍ୟ ପାଇଁ ଘୋଷଣା କଲେ ୫୦୦ କୋଟିର ସହାୟତା
– ଅନ୍ତର୍ଜାତୀୟ ବିମାନ ଉଡାଣ କଟକଣା ପୁଣି ଜୁନ ୩୦ ଯାଏଁ ବୃଦ୍ଧି
– ଟିକା ଲାଗି ଗ୍ଲୋବାଲ୍ ଟେଣ୍ଡର ପ୍ରକ୍ରିୟାକୁ ରାଜ୍ୟ ସରକାର ଜୁନ୍ ୪ ତାରିଖକୁ ବୃଦ୍ଧି କରିଛନ୍ତି
– ମେ ୩୧ରେ ଘୋଷିତ ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ଆବେଦନର ସୁପ୍ରିମ୍କୋର୍ଟ ଶୁଣାଣି କରିବେ
– ନାରଦା ଷ୍ଟିଙ୍ଗ ଟେପ ମାମଲାରେ ଗିରଫ ତୃଣମୂଳ କଂଗ୍ରେସର ୪ ଜଣ ବିଧାୟକଙ୍କୁ ଜାମିନ ମଂଜୁର
– ରାଜ୍ୟ‌ରେ ଗଛିତ ୩.୪୫ଲକ୍ଷ ଡୋଜ କୋଭାକ୍ସିନ ଟିକାକୁ ୧୮ରୁ ୪୫ବର୍ଷ ହିତାଧିକାରୀମାନଙ୍କୁ ସ୍ବଳ୍ପ ଅବଧି ପାଇଁ ଦେବାକୁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଲେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ
– ରାଜ୍ୟ ସରକାରଙ୍କ କୋଭିଡ୍ ସମ୍ପର୍କିତ ପରାମର୍ଶଦାତା କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, ଭବିଷ୍ୟତରେ ଆସିବାକୁ ଥିବା ଲହରୀଗୁଡ଼ିକର କିପରି ମୁକାବିଲା କରାଯ଼ିବ ସେ ନେଇ ହେଲା ଆଲୋଚନା
– ଲୋକପ୍ରିୟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ଅନ୍ତିମ ସଂସ୍କାର ଜନ୍ମମାଟି କୋରାପୁଟ ଜିଲ୍ଲା ଜୟପୁର ଠାରେ ଶେଷ ‌ହୋଇଛି
– ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗର ସୂଚନା
– ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା
– ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାତ୍ୟା ସମ୍ପର୍କିତ ବୈଠକରୁ ଜରୁରୀ କାମ ଥିବା ଦର୍ଶାଇ ପଳାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
– ବାତ୍ୟା ଡ୍ୟୁଟିରେ ଯାଇଥିବା ମହିଳା କନଷ୍ଟେବଲଙ୍କୁ ଦୁଷ୍କର୍ମ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଗୋପାଳପୁର ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ଗିରଫ
– ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା
– ଦେଶ କରୋନା ମହାମାରୀରେ ଯୁଝି ହେଉଥିବାରୁ ବର୍ତ୍ତମାନ ପାଇଁ ବାତ୍ୟା ୟାସ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୌଣସି ସହାୟତା ମଗା ଯାଇନି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଜଣାଇଛନ୍ତି

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories