www.samajalive.in
Monday, December 8, 2025
20.1 C
Bhubaneswar

ମହାରାଷ୍ଟ୍ରରେ କୋଠା ଭୁଷୁଡି ୭ ମୃତ

ମୁମ୍ବଇ : ମହାରାଷ୍ଟ୍ରର ଥାନେ ଜିଲାରେ ଏକ ବଡ ଧରଣର ଅଘଟଣ ଘଟିଛି। ଉହ୍ଲାସନଗରରେ ଏକ କୋଠା ଭୁଷୁଡି ସାତ ଜଣଙ୍କର ମୃତ୍ୟୁ ଘଟିଛି। ଆହୁରି ୩ ରୁ ୪ ଜଣ ଫସି ରହିଛନ୍ତି ବୋଲି ଆଶଙ୍କା କରାଯାଉଛି। ଖବର ପାଇ ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଉକ୍ତ ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ଏହା ୨ୟ ଘଟଣା ବୋଲି ଜଣାପଡିଛି। ଗତକାଲି ଏହି କୋଠାର ୫ମ ମହଲାର କାନ୍ଥ ଖସିବା ଆରମ୍ଭ ହୋଇଥିଲା। ଉକ୍ତ କୋଠାରେ ପ୍ରାୟ ୨୯ ପରିବାର ବାସ କରନ୍ତି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories