www.samajalive.in
Thursday, December 11, 2025
23.1 C
Bhubaneswar

ଜୁନ୍‍ ମାସରେ ଉପଲବ୍ଧ ହେବ ୧୨ କୋଟି ଟିକା

ନୂଆଦିଲ୍ଲୀ : ଜାତୀୟ କୋଭିଡ୍‍ ଟିକାକରଣ କାର୍ଯ୍ୟକ୍ରମ ପାଇଁ ଜୁନ୍‍ ମାସରେ ୧୨ କୋଟି ଟିକା ଉପଲବ୍ଧ ହେବ ବୋଲି ସରକାର କହିଛନ୍ତି। ସ୍ୱାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧା ଓ ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କମାନଙ୍କ ପାଇଁ ଭାରତ ସରକାରଙ୍କ ପକ୍ଷରୁ ୬ କୋଟି ୯ ଲକ୍ଷ ଟିକା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମାଗଣା ଯୋଗାଇ ଦିଆଯିବ। ଏଥିସହିତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଓ ବେସରକାରୀ ହସ୍ପିଟାଲ୍‍ଗୁଡ଼ିକ ୫ କୋଟି ୮୬ ଲକ୍ଷରୁ ଊର୍ଦ୍ଧ୍ବ ପାନ ସିଧାସଳଖ କିଣି ପାରିବେ।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories