www.samajalive.in
Saturday, December 6, 2025
15.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ;  ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୬୫୫ ଏବଂ ସ୍ଥାନୀୟ ସଂକ୍ରମିତ ୩୬୫୮ , ଖୋର୍ଦ୍ଧା ଜିଲାରୁ ସର୍ବାଧିକ

ରାଜ୍ୟରେ ୩୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି

- Advertisement -

ମହାରାଷ୍ଟ୍ରର ଗୋଟିଏ ଜିଲାରେ ୮୦୦୦ ପିଲା କୋଭିଡ ସଂକ୍ରମିତ ; ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟର ପ୍ରସ୍ତୁତି

କୋଭିଡ-୧୯ ମହାମାରୀକୁ ନେଇ ଚୀନର ଉହାନ୍‍ ଲାବୋରେଟୋରୀ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ରହିଥିବାବେଳେ ଆମେରିକାର ପୂର୍ବତନ ବୈଦେଶିକ ମନ୍ତ୍ରୀ ମାଇକ ପମ୍ପିଓ ଏହି ଲାବୋରେଟୋରୀକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରଦାନ କରି କହିଛନ୍ତି ; ଉହାନ୍‍ ଲାବୋରେଟୋରୀରେ ଚାଲିଛି ସାମରିକ ଗବେଷଣା

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories