www.samajalive.in
Monday, December 8, 2025
17.1 C
Bhubaneswar

ଦେଶରେ ଦୈନିକ ସଂକ୍ରମଣ ୧.୫୨ ଲକ୍ଷ ; ମୃତ ୩,୧୨୮

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୦,୪୭,୫୩୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୧୨୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୦୨୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୬,୯୨,୩୪୨ ସୁସ୍‍ଥ ହୋଇ ଘରକୁ ଫେରିଛନ୍ତି। ୨୦,୨୬,୦୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୧,୩୧,୫୪,୧୨୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories