www.samajalive.in
Tuesday, December 9, 2025
16.1 C
Bhubaneswar

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର, ଦୁଇ ପରିବାର କ୍ଷତିଗ୍ରସ୍ତ

ମୋହନା : କାଳବୈଶାଖୀ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଗଲା ଦୁଇ ପରିବାରର ଘର। ଗଜପତି ଜିଲ୍ଲା ମୋହନା ବ୍ଲକ ଢେପାଗୁଡା ଅଞ୍ଚଳରେ ଆଜି ଅପରାହ୍ନ ସମୟରେ କାଳବୈଶାଖୀ ଜନିତ ପ୍ରବଳ ପବନ ସହ ବର୍ଷା ହୋଇଥିଲା। ଫଳରେ ଢେପଗୁଡା ପଂଚାୟତ ଗୋଠକେଳି ଗାଁର  ସୁମା ମଳିକ ଓ ସୁକାନ୍ତ ମଳିକଙ୍କର ଚାଳ ଛପର ଘର ଉଡ଼ି ଯିବା ସହ ଘର ଭିତରେ ପାଣି ପଶି ଘରର କାନ୍ଥ ଭୁଶୁଡି ପଡିଛି। ଘଟଣା ସ୍ଥଳରେ କୌଣସି ପ୍ରଶାସନିକ ଅଧିକାରୀ ଗାଁରେ  ପହଂଚି ନ ଥିବା ବେଳେ ତୁରନ୍ତ ପ୍ରଶାସନ ପହଂଚି କ୍ଷତିପୂରଣ ଯୋଗାଇ ଦେବାକୁ ପରିବାର ଲୋକେ ଦାବି କରିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories