www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଭୁବନେଶ୍ବରେ ୮୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୪୬

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୮୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୬୮ ଏବଂ ୬୪୩ ଲୋକାଲ କଣ୍ଟାକ୍ଟ କେସ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ବିଏମ୍‌ସି ଅଞ୍ଚଳରେ ୭୫୭୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୪୧୪୫ଜଣ ସୁସ୍ଥ ହୋଇଥିବାବେଳେ ୬୪୧୭୫ଜଣ ସୁସ୍ଥ ହୋଇଛନ୍ତି ଏବଂ ବିଭିନ୍ନ ଡାକ୍ତରଖାନାରେ ୧୧୨୫୦ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୩୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବିଏମ୍‌ସି ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories