www.samajalive.in
Saturday, December 6, 2025
15.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

-ସୁରଟ ସହର ନିକଟ କାଠୋର ଗ୍ରାମରେ ଦୂଷିତ ପାଣି ପିଇ ୬ ଜଣ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଅନ୍ୟ ୫୦ ଜଣ ଗୁରୁତର ଅସୁସ୍ଥ ହୋଇପଡିବା ପରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି

– ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୩୯ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୪୯୪୮ ଏବଂ ସ୍ଥାନୀୟ ସଂକ୍ରମିତ ୩୮୯୧, ଦିନକରେ ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ

- Advertisement -

-ଦେଶରେ ୧୮ରୁ ୪୪ ବର୍ଷ ବୟସ୍କ ନାଗରିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଦେୟଯୁକ୍ତ କୋଭିଡ ଟିକାକରଣ ନୀତିକୁ ସର୍ବୋଚ୍ଚ ଅଦାଲତଙ୍କ ସମାଲୋଚନା

– ଦେଶରେ ଯେତିକି ସଂଖ୍ୟାରେ କୋଭିଡ ଟିକାକରଣ କରାଯାଉଛି, ସେଥିମଧ୍ୟରେ ପୁରୁଷଙ୍କ ସଂଖ୍ୟା ଅଧିକ। କମ୍‍ ସଂଖ୍ୟକ ମହିଳା ଟିକା ନେବାକୁ ଆସୁଥିବା ଜଣାଯାଇଛି

-ଗୁଇନ୍ଦା ଓ ସୁରକ୍ଷା ଅଧିକାରୀଙ୍କ ପାଇଁ ସରକାର ଚାକିରି ନିୟମାବଳୀରେ ସଂଶୋଧନ କରିଛନ୍ତି। ସଂଶୋଧନ ନିୟମ ଅନୁଯାୟୀ ସରକାରଙ୍କ ବିଭିନ୍ନ ଗୁଇନ୍ଦା ବିଭାଗ କିମ୍ବା ସୁରକ୍ଷା ବାହିନୀରେ କାର୍ଯ୍ୟ କରିଥିବା ଅଧିକାରୀମାନେ କୌଣସି ତଥ୍ୟ କରିପାରିବେ ନାହିଁ ସର୍ବସାଧାରଣରେ ପ୍ରକାଶ

-ଆସାମର ହୋଜାଇରେ ଡାକ୍ତରଙ୍କୁ ବର୍ବର ଆକ୍ରମଣ: ୨୪ ଗିରଫ

-ଟିକା ମହଜୁଦ ନଥାଇ ଅଧିକରୁ ଅଧିକ ଟିକା କେନ୍ଦ୍ର ଖୋଲିବା ଭଳି ନିଷ୍ପତ୍ତି ପାଇଁ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ଦିଲ୍ଲୀ ସରକାରଙ୍କୁ ସମାଲୋଚନା କରିଛନ୍ତି। ବିଚାରପତି ରେଖା ପାଲି କହିଛନ୍ତି ଯେ ଦିଲ୍ଲୀ ସରକାର ଲୋକଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଦୁଇ ପାନ ଟିକା ଯୋଗାଇବା ନିଶ୍ଚିତ କରିବା ଦରକାର

-ଖେଳାଳିଙ୍କ ମାନସିକ ସୁସ୍ଥତା ନିହାତି ଆବଶ୍ୟକ: କୋହଲି, ଇଂଲଣ୍ଡ ଗସ୍ତରେ ଗଲା ଭାରତୀୟ କ୍ରିକେଟ୍‌ ଦଳ

-ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ ଫାଇନାଲ ୩ ମ୍ୟାଚ୍‌ ବିଶିଷ୍ଟ ହେଉ: ଶାସ୍ତ୍ରୀ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories