www.samajalive.in
Wednesday, December 10, 2025
17.1 C
Bhubaneswar

ରେପୋ, ରିଭର୍ସ ରେପୋ ଅପରିବର୍ତ୍ତିତ ରଖିଲା ଆରବିଆଇ

ନୂଆଦିଲ୍ଲୀ: ଜୁନ୍‍ ୪ ତାରିଖରେ ଅର୍ଥନୀତିର ସମୀକ୍ଷା ଅବସରରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ଏବଂ ରିଭର୍ସ ରେପୋ ରେଟ୍‍ ଅପରିବର୍ତ୍ତିତ ରଖିଛି। ଏଥିସହିତ କୋଭିଡ ମୁକାବିଲା କ୍ଷେତ୍ରରେ ଅର୍ଥନୀତିକୁ ସହାୟତା କରିବା ପାଇଁ ଆରବିଆଇର ଅର୍ଥନୀତିକୁ ନମନୀୟ ରଖିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ଶୁକ୍ରବାର ଦିନ ଘୋଷଣା କରାଯାଇଥିବା ଆର୍ଥିକ ନୀତିର ସମୀକ୍ଷା ଅବସରରେ ଆରବିଆଇ ରେପୋ ରେଟ୍‍ ୪%ରେ ଅପରିବର୍ତ୍ତିତ ରଖାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories