www.samajalive.in
Sunday, December 7, 2025
16.1 C
Bhubaneswar

ସନ୍ଧ୍ୟା ୭ଟା-ମୁଖ୍ୟ ଖବର

ପଶ୍ଚିମବଙ୍ଗରେ ରାଜନୈତିକ ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ  ତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଟିଏମସିର ସାଧାରଣ ସମ୍ପାଦକ ଭାବରେ ନିଯୁକ୍ତ କରିଛନ୍ତି

-ଅଭିନେତ୍ରୀ ସାୟୋନି ଘୋଷଙ୍କୁ ତୃଣମୂଳ ଯୁବ କଂଗ୍ରେସର ସଭାପତି ଦାୟିତ୍ୱ

-ଦେଶରେ କୋଭିଡ-୧୯ ଦ୍ୱିତୀୟ ଲହର ଆରମ୍ଭ ହେବାଠାରୁ ଏପର୍ଯ୍ୟନ୍ତ ୬୪୬ ଜଣ ଡାକ୍ତରଙ୍କର କରୋନାରେ ସଂକମ୍ରିତ ହୋଇ ମୃତ୍ୟୁ ଘଟିଛି : ଭାରତୀୟ ଚିକିତ୍ସକ ସଂଘ (ଆଇଏମଏ)

+୨ ମୂଲ୍ୟାୟନ ନେଇ ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି : ସମୀର ରଞ୍ଜନ ଦାଶ

-ଦେଶର କୃଷିକ୍ଷେତ୍ରକୁ ସ୍ୱଚ୍ଛଶକ୍ତି ବିନିଯୋଗର ସମସ୍ତ ସୁବିଧା ମିଳିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

-ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ 

-ସ୍ୱଚ୍ଛ ପରିବେଶ ବଜାୟ ରଖିବା ପାଇଁ ଇଥାନଲ୍‍ର ଉପଯୋଗ ଏବେ ଅପରିହାର୍ଯ୍ୟ ହୋଇପଡ଼ିଛି

-ଆଜି ବିଶ୍ୱ ପରିବେଶ ଦିବସ

-ଚଳିତ ବର୍ଷ ପରିବେଶ ଦିବସର ବିଷୟବସ୍ତୁ ହେଉଛି, ‘ଉତ୍ତମ ପରିବେଶ ନିମନ୍ତେ ଜୈବ ଇନ୍ଧନକୁ ପ୍ରାଥମିକତା’

-ନୀତି ଆୟୋଗ ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‍ କଲେ ଅପରାଜିତା ଷଡଙ୍ଗୀ 

-ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୯୭ ହଜାରରୁ ଅଧିକ କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି

-ଫଳରେ ଆରୋଗ୍ୟ ହାର ୯୩.୩୮ ପ୍ରତିଶତକୁ ବୃଦ୍ଧି

-ଦେଶରେ ଆଉ ୧ ଲକ୍ଷ ୨୦ ହଜାର ୫୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

-ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୬,୯୪,୮୭୯କୁ ବୃଦ୍ଧି ପାଇଛି

-୩୭୭ ଜିଲ୍ଲାରେ ୫%ରୁ କମ୍‍ ରହିଛି କୋଭିଡ ସଂକ୍ରମଣ

-ସାପ୍ତାହିକୀ କରୋନା ସଂକ୍ରମଣ ହାର ୭.୨୭%କୁ ହ୍ରାସ

-ଚିକିତ୍ସାଧୀନ ଅବସ୍ଥାରେ ୩ହଜାର ୩୮୦ ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩ ,୪୪,୦୮୨

-ସବୁ ଜିଲ୍ଲାରେ ଖୋଲିବ କୋଭିଡ୍‍ ଟିକାକରଣ କେନ୍ଦ୍ର

-କୋର୍ବେଭାକ୍ସ ହେବ ଭାରତର ସବୁଠୁ ଶସ୍ତା କୋଭିଡ ଟିକା

– ଓଡ଼ିଶାରେ ଆଉ ୭୩୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

– ସଂଗରୋଧରୁ ୪୧୬୯ ଏବଂ ସ୍ଥାନୀୟ ସଂକ୍ରମିତ ୩୨୨୬ ,ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୬୯

-ମାହାଙ୍ଗାର ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଶିକ୍ଷାବିତ ବିକ୍ରମ କେଶରୀ ବର୍ମାଙ୍କ ଦେହାନ୍ତ

-କରୋନାରେ ସମାଜ କାର୍ୟ୍ୟାଳୟର ଆଇଟି ବିଭାଗରେ କାର୍ୟ୍ୟରତ ପିନାକ୍‍ ମିଶ୍ରଙ୍କ ପରଲୋକ

-ଆରପାରିରେ ନାଟ୍ୟକାର, ଗୀତିକାର ଏବଂ ସମ୍ବଲପୁରୀ ଚଳଚ୍ଚିତ୍ର ଅଭିନେତା ଡ ଅଟଳ ବିହାରୀ ପଣ୍ଡା

-କେନ୍ଦୁଝର ଜିଲ୍ଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ଦୋକାନରେ ଅଗ୍ନିକାଣ୍ଡ,ବହୁ ଜିନିଷ ପତ୍ର ଜଳି ପୋଡି ନଷ୍ଟ ହୋଇଛି

-ବ୍ରହ୍ମପୁର ଆଇଟିଆଇରେ ସବୁଠୁ ବଡ ଇ-ୱେଷ୍ଟ କାରୁକାର୍ଯ୍ୟ

-ନିଶାଦ୍ରବ୍ୟ ଚୋରା ଚାଲାଣ; ଆନ୍ତର୍ଜାତିକ ରାକେଟ ଠାବ, ୭୦ କୋଟିର ହେରୋଇନ ଜବତ

-ବାପା, ମା’ ଧାନ ବିଲରେ; ୩ ବର୍ଷର ଝିଅ ପହଞ୍ଚିଲା ଡାକ୍ତରଖାନାରେ

-ମରିସସ୍‍ର ପୂର୍ବତନ ରାଷ୍ଟ୍ରପତି ତଥା ପ୍ରଧାନମନ୍ତ୍ରୀ ଅନିରୁଦ୍ଧ ଜଗନ୍ନାଥଙ୍କ ସମ୍ମାନାର୍ଥେ ଭାରତ ସରକାରଙ୍କ ପକ୍ଷରୁ ଆଜି ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି

-ଗତକାଲି ଶ୍ରୀ ଜଗନ୍ନାଥଙ୍କ ପରଲୋକ ଘଟିଛି

-ଆଜି ବିଶ୍ୱ ପରିବେଶ ଦିବସ ; ସମସ୍ତଙ୍କୁ ଘାରିଛି ଜଳବାୟୁ ପରିବର୍ତ୍ତନ ଚିନ୍ତା

-ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ଚଳିତ ଜୁନ୍‍ ମାସ ୧୦ ତାରିଖରେ ଦୃଶ୍ୟମାନ ହେବାକୁ ଯାଉଛି

-ଗତ ମାସରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ପରେ ଜନସାଧାରଣ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ଦେଖିବା ପାଇବେ ସୁଯୋଗ

-ଡୋନାଲଡ ଟ୍ରମ୍ପଙ୍କୁ ଦୁଇବର୍ଷ ବାସନ୍ଦ କଲା ଫେସବୁକ୍‍

-କରୋନା କାଳରେ ଜାପାନରେ ଜନ୍ମ ନେଇଛନ୍ତି ସବୁଠାରୁ କମ ଶିଶୁ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories