www.samajalive.in
Sunday, December 7, 2025
23.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର

-ଜମ୍ମୁ-କାଶ୍ମୀରରେ ଭୂକମ୍ପର ଝଟକା ଅନୁଭବ

-କରେନା ଟିକାକରଣ : ଦିଆଗଲାଣି ୨୩.୧୩ କୋଟିରୁ ଅଧିକ ପାନ ଟିକା

- Advertisement -

-ପ୍ରଖ୍ୟାତ ଲୋକପ୍ରିୟ ଅଭିନେତା ଦିଲୀପ କୁମାର ହସ୍ପିଟାଲରେ ଭର୍ତ୍ତି ; ନିଶ୍ୱାସ ପ୍ରଶ୍ୱାସ ନେବାରେ ଯନ୍ତ୍ରଣା ଅନୁଭବ

-୧୨୦ ବର୍ଷ ହେବ ଲଗାତାର ଜଳୁଛି ଏହି ବିଦ୍ୟୁତ ବଲବ୍‍ ; ୨୦୦୧ରେ ଏହି ବଲବ୍‍ ର ୧୦୦ତମ ଜନ୍ମ ବାର୍ଷିକି ଖୁବ ଧୂମଧାମରେ କରାଯାଇଛି ପାଳନ

-ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୮୮ ଲକ୍ଷ ୦୯ ହଜାର ୩୩୯

-ଆଉ ୧ ଲକ୍ଷ ୮୯ ହଜାର ୨୩୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର

-ଗତ ୨୪ ଘଣ୍ଟାରେ ଆଉ ୨୬୭୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯, ମୃତ୍ୟୁ ହାର ୧.୨୦%

-ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ୭୭ ହଜାର ୭୯୯, ସକ୍ରିୟ ଆକ୍ରାନ୍ତ ହାର ୫.୧୩ %

-ଦେଶରେ କରେନା ଟିକାକରଣ ୬୦ ବର୍ଷରୁ ଅଧିକ: ୩୩.୫%, ୪୫-୬୦ ବର୍ଷ: ୪୨.୧% ଓ ୧୮-୪୪ ବର୍ଷ : ୨୪.୪% ଙ୍କୁ ଟିକାଦାନ କରାଯାଇଛି

-ରାଜ୍ୟରେ ଗୋଟିଏ ଦିନରେ ୭୦୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

-ନୂଆ ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରୁ ୩୯୨୧ ଏବଂ ସ୍ଥାନୀୟ ସଂକ୍ରମିତ ୩୦୮୧ , ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୬୭

-ଗତ ୨୪ ଘଣ୍ଟାରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଓଡ଼ିଶାରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

-ସଫାଇ ସାଥୀଙ୍କୁ ଖାଦ୍ୟ, ସ୍ୱାସ୍ଥ୍ୟରକ୍ଷା ଏବଂ ସୁରକ୍ଷା ସଂସାଧନ ବଣ୍ଟନ

-ବାତିଲ ହେଲା ସ୍ୱତନ୍ତ୍ର ଟ୍ରେନ୍‌

-ତୃତୀୟ ଲହରକୁ ଅଧିକ ଘାତକ ହେବାରୁ ରୋକିବ ଟିକାକରଣ

-କୋଭିଡ-୧୯ ମହାମାରୀ ପ୍ରଭାବରେ ନିମ୍ନମୁଖୀ ହୋଇଥିବା ଭାରତୀୟ ଅର୍ଥନୀତିର ପୁନରୁଦ୍ଧାର ପ୍ରକ୍ରିୟା ଚଳିତ ଜୁନ୍‍ ମାସରୁ ଆରମ୍ଭ ହେବ ଏବଂ ଜୁଲାଇରେ ସେହି ପ୍ରକ୍ରିୟା ତ୍ୱରାନ୍ୱିତ ହେବ

-କେନ୍ଦ୍ର ମନା କରିବା ପରେ ଅଟକିଲା କେଜରିୱାଲଙ୍କ ‘ଘରେ ଘରେ ରେସନ୍‌’ ଯୋଜନା
-୨୦୨୦-୨୧ରେ ରିଲାଏନ୍ସ ସିଏସଆରରେ ଖର୍ଚ୍ଚ କରିଛି ୧୧୪୦ କୋଟି

-ଛାତ ଉପରେ ଜଙ୍ଗଲ ; ଲାଗିଛି ୨୫୦୦ ଗଛ

-କାନପୁରରେ ଗୁପଚୁପ ପ୍ରିୟ ଗାଈ, ବାଛୁରୀ

-୨୫ହଜାର ସିନେ କର୍ମଚାରୀଙ୍କୁ ସଲମାନଙ୍କ ଆର୍ଥିକ ସହାୟତା

-ବୟସ୍କଙ୍କୁ ତୃତୀୟ ପାନ ଟିକା ଦିଆଯାଇପାରେ: ଲାନ୍‌ସେଟ୍‌

-କୋଲକାତା ଭାଜପା କାର୍ୟ୍ୟାଳୟ ନିକଟରୁ ୫୪ ଅଫୁଟା ବୋମା ଜବତ

-ଅମୋଲ ମଜୁମଦାର୍‌ ମୁମ୍ବଇ କ୍ରିକେଟ୍ ଦଳର ପ୍ରଶିକ୍ଷକ ନିଯୁକ୍ତି ନେଇ ମାମଲା

-ୟୁଏଇ କିମ୍ବା ଓମାନରେ ହୋଇପାରେ ଟ୍ବେଣ୍ଟି୨୦ ବିଶ୍ବକପ

-କମ୍‌ ପାରିଶ୍ରମିକ ନେଇ ଶ୍ରୀଲଙ୍କା କ୍ରିକେଟର୍‌ଙ୍କ ଅସନ୍ତୋଷ

-ୱିମ୍ବଲଡନ୍‍ରୁ ଓହରିଲେ ୱାରିଙ୍କା

-ଫ୍ରେଞ୍ଚ ଓପନ ଟେନିସ, ଶ୍ବେତଲୀନାଙ୍କୁ ବିଦାକଲେ କ୍ରେଜିକୋଭା

-ଗାଡି ସାଇଡ କରିବାକୁ ନେଇ ବିଜେପି ନେତାଙ୍କୁ ପିଟିପିଟି ହତ୍ୟା

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories