www.samajalive.in
Monday, December 8, 2025
24.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୫୬୬ କରୋନା ଆକ୍ରାନ୍ତ ଚିହ୍ନଟ, ୧୨୩୧ ସୁସ୍ଥ
୨. ରାଜ୍ୟରେ ଦିନକରେ ୭,୦୦୨ ପଜିଟିଭ୍ ଚିହ୍ନଟ: ୪୨ ମୃତ ଓ ୭,୩୫୮ ସୁସ୍ଥ
୩. ଦେଶରେ ଆଜି ୧,୧୪,୪୬୦ ନୂଆ ପଜିଟିଭ ଚିହ୍ନଟ, ୨,୬୭୭ମୃତ ଓ ୧,୮୯,୨୩୨ ସୁସ୍ଥ
୪. ବଲିଉଡର ବର୍ଷିଆନ ଅଭିନେତା ଦୀଲିପ କୁମାର ଅସୁସ୍ଥ, ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି
୫. ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କରୋନା ଆକ୍ରାନ୍ତ, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
୬. ଆସନ୍ତା ୧୦ତାରିଖରେ ଉତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା, ଏହାର ପ୍ରଭାବରେ ଓଡିଶା ସମେତ ସମଗ୍ର ପୂର୍ବଭାରତରେ ଆସିପାରେ ମୌସୁମୀ
୭. ଜୁନ ୧୦ରେ ଦୃଶ୍ୟମାନ ହେବ ଏ ବର୍ଷର ପ୍ରଥମ ତଥା ଶେଷ ସୂର୍ଯ୍ୟପରାଗ
୮. ରାଜ୍ୟର କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା, ସଂକ୍ରମଣ ହାର ଏବେ ୯%
୯. ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ ; କହିଲେ ଏହା ଏକ ଉତ୍ସାହଜନକ ଅନୁଭବ
୧୦. ସେଲ୍‌ଫି ନେବାବେଳେ କାଂସବାହାଲ ଡ୍ୟାମରେ ଖସି ପଡ଼ିଲେ ୨ ଯୁବକ: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories