www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ବିଶ୍ୱ ସମୁଦ୍ର ଦିବସ

ଆଜି ବିଶ୍ୱ ସମୁଦ୍ର ଦିବସ। ପ୍ରତିବର୍ଷ ଜୁନ୍‍ ୮ ତାରିଖକୁ ବିଶ୍ୱ ସମୁଦ୍ର ଦିବସ ରୂପେ ପାଳନ କରାଯାଏ। ସମୁଦ୍ର ଭଳି ପ୍ରାକୃତିକ ସମ୍ବଳର ସୁରକ୍ଷା ଏବଂ ସାମୁଦ୍ରିକ ସମ୍ବଳର ଉଚିତ ପରିଚାଳନା ନେଇ ଜନସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ।
୧୯୯୨ରେ ବ୍ରାଜିଲରେ ଅନୁଷ୍ଠିତ ପୃଥିବୀ ଶିଖର ସମ୍ମିଳନୀରେ କାନାଡାର ଆନ୍ତର୍ଜାତିକ ସାମୁଦ୍ରିକ ବିକାଶ କେନ୍ଦ୍ର ଏବଂ କାନାଡା ସାମୁଦ୍ରିକ ପ୍ରତିଷ୍ଠାନ ଏହି ଦିବସ ପାଳନ ପାଇଁ ପ୍ରସ୍ତାବ ଦେଇଥିଲେ। ତେବେ ଜାତିସଂଘ ଦ୍ୱାରା ଏହି ଦିବସକୁ ୨୦୦୮ ମସିହାରେ ସ୍ୱୀକୃତି ମିଳିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories