www.samajalive.in
Sunday, December 14, 2025
26.1 C
Bhubaneswar

ଆହୁରି ସଶକ୍ତ ହେବ ଏସଟିଏଫ୍‍ : ଉତ୍ସର୍କୀକୃତ ନାର୍କୋଟିକ୍ସ ୟୁନିଟକୁ ମଞ୍ଜୁରୀ

ଭୁବନେଶ୍ୱର : ରାଜ୍ୟରେ ନିଶା କାରବାର ଓ ଚାଲାଣ ଉପରେ ରୋକ୍‍ ଲଗାଇବାକୁ ଆହୁରି ସଶକ୍ତ ହେବ ଏସଟିଏଫ୍‍। ଉତ୍ସର୍କୀକୃତ ନାର୍କୋଟିକ୍ସ ୟୁନିଟ୍‍ ସ୍ଥାପନ ପାଇଁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି। ଏଥିପାଇଁ ୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା ପୋଲିସ ଡିଜି ଶ୍ରୀ ଅଭୟ ସୂଚନା ଦେଇଛନ୍ତି। ୨୭ଟି ନୂଆ ପଦବୀ ସହିତ ଜଣେ ଏସପି ଓ ୩ଜଣ ଡେପୁଟି ଏସ୍‍ପି ନିଯୁକ୍ତ ହେବେ। ଗୋଟିଏ ଏସଟିଏଫ୍‍ ନାର୍କୋଟିକ୍ସ ୟୁନିଟ୍‍ ଓ ଅନ୍ୟଟି ଏସଟିଏଫ୍‍ କ୍ରାଇମ୍‍ ୟୁନିଟ୍‍ ରହିବ। ଏସଟିଏଫର ୨ଟି ୟୁନିଟର ନେତୃତ୍ୱ ନେବେ ଜଣେ ଏସପି। ଏଭଳି ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପୋଲିସ ଡିଜି ଅଭୟ କୃତଜ୍ଞତା ଜଣାଇଛନ୍ତି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories