www.samajalive.in
Monday, December 8, 2025
14.1 C
Bhubaneswar

ଦିନ ୪ଟା-ମୁଖ୍ୟ ଖବର

-ନିକଟ ଭବିଷ୍ୟତରେ ଟିକା ଉପଲବ୍ଧତା ବୃଦ୍ଧି କରାଯିବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି

-ଚଳିତବର୍ଷ ଡିସେମ୍ବର ମାସ ଶେଷ ସୁଦ୍ଧା ୨୦୦ କୋଟିରୁ ଊର୍ଦ୍ଧ୍ବ ପାନ ଟିକାର ବ୍ୟବସ୍ଥା କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି

-ଉତ୍ସର୍କୀକୃତ ନାର୍କୋଟିକ୍ସ ୟୁନିଟ୍‍ ସ୍ଥାପନ ପାଇଁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି

-୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା ପୋଲିସ ଡିଜି ଶ୍ରୀ ଅଭୟ ସୂଚନା 

-ରାଜ୍ୟର ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା

-ମୁଖ୍ୟମନ୍ତ୍ରୀ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି

-ଉତ୍ତରପ୍ରଦେଶରେ ସମସ୍ତ ଜିଲା ହେବ କରୋନା କଟକଣାରୁ ମୁକ୍ତ ; ଜାରି ରହିବ ରାତ୍ରୀକାଳୀନ କର୍ଫ୍ୟୁ

-ପିଏନବି ଠକେଇ : ଚୋକ୍ଷିଙ୍କୁ ଫେରାଇ ଆଣିବା ପାଇଁ ହରିଶ ସାଲଭେଙ୍କ କାନ୍ଧରେ ଦାୟିତ୍ୱ

-ସାଂସଦ ନବନୀତ୍ ରାଣାଙ୍କୁ ବମ୍ବେ ହାଇକୋର୍ଟରୁ ଝଟକା, ନକଲି ଜାତି ପ୍ରମାଣପତ୍ର ଖାରଜ, ୨ ଲକ୍ଷ ଟଙ୍କା ଜରିମାନା

-କଲକତାର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଗ୍ରୀନ କରିଡରରେ ଏୟାର ଆମ୍ବୁଲାନ୍ସରେ ଗଲେ ଆଇପିଏସ ଦେବାଶିଷ ପାଣିଗ୍ରାହୀ

-ଦେଶରେ ଗତ ୨୪ ଘଣ୍ଟାରେ ଆଉ ୮୬ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୯,୯୬,୪୭୩

-୨ ହଜାର ୧୨୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ, ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୯ 

-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୯୬ ଜଣ ନୂଆ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୫୩

-ରାଜ୍ୟରେ ଥମୁନି କରୋନା ମୃତ୍ୟୁ ; ଚିକିତ୍ସାଧୀନ ଅବସ୍ଥାରେ ୧୭ଟି ଜିଲାରୁ ଆଉ ୪୫ ଆକ୍ରାନ୍ତ ଆଖି ବୁଜିଛନ୍ତି

-ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦ରେ ପହଞ୍ଚିଛି

-ମାଗଣା ଟିକାକରଣ ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ସ୍ୱାଗତ ; ଭାରତୀୟ ଶିଳ୍ପ ମହାସଂଘ ସମେତ ବିଭିନ୍ନ ରାଜ୍ୟର ସ୍ୱାଗତ

ଜମି ଜବରଦଖଲକାରୀ ଆଇନର ଶରଣ ନେଇପାରିବେ ନାହିଁ- ସୁପ୍ରିମକୋର୍ଟ

-ଭାରତର ଏମଏସଏମଇ ବିକାଶ ପାଇଁ ବିଶ୍ୱବ୍ୟାଙ୍କ ଦେବ ୫୦୦ ନିୟୁତ ଡଲାର

-୧୦୦ କିଲୋମିଟର ଚାଲିଲା ମହାବଳ ବାଘ ; ନଦୀ, ନାଳ ପାରହୋଇ ପହଞ୍ଚିଲା ବାଂଲାଦେଶରେ

-ଆମ୍ବ ଗୋଟାକର ମୂଲ୍ୟ ୧ ହଜାର

-ମୁକ୍ତାକାଶ ଅସ୍ତ୍ରଶସ୍ତ୍ର ନିୟନ୍ତ୍ରଣ ଚୁକ୍ତିରୁ ଓହରିଲା ରୁଷ

-ଚୀନରେ ଠାବ ହେଲା ଡାଇନୋସର୍‍ ପୂର୍ଣ୍ଣାଙ୍ଗ କଙ୍କାଳ ; ଜୀବାଶ୍ମର ପ୍ରାୟ ୭୦% ଅକ୍ଷତ ରହିଛି

-ଆତଙ୍କବାଦକୁ ପ୍ରୋତ୍ସାହନ ପ୍ରସଙ୍ଗ: ପାକିସ୍ତାନ ରହିଲା ‘ବର୍ଦ୍ଧିତ ପରବର୍ତ୍ତୀ ପଦକ୍ଷେପ’ ତାଲିକାରେ

-ଅଧିକ ବିପଜ୍ଜନକ ହେବ ମୌସୁମୀ ; ପୂର୍ବାପେକ୍ଷା ବୃଦ୍ଧିପାଇବ ଆର୍ଦ୍ରତା

-ଆନ୍ତର୍ଜାତିକ କ୍ରିକେଟ୍‌ରୁ ରବିନ୍‍ସନ ନିଲମ୍ବିତ

-ସେପ୍ଟେମ୍ବର ୧୯ରୁ ଆଇପିଏଲ୍‌, ଅକ୍ଟୋବର ୧୫ରେ ଫାଇନାଲ

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories