www.samajalive.in
Saturday, December 13, 2025
21.1 C
Bhubaneswar

କୋଭିଡ଼ ପରିଚାଳନା: ବିଏମସି ପାଇଁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ ପାଇଁ ୭୭କୋଟି ଟଙ୍କା ଦିଆଯାଇଛି।

 

- Advertisement -

ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ।ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଆସିଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories