www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର : ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)କୁ ୭୭କୋଟି ଟଙ୍କା ଦିଆଯାଇଛି ।
ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ। ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଆସିଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories