www.samajalive.in
Monday, December 8, 2025
24.1 C
Bhubaneswar

ରାତି ୧୦ଟା – ମୁଖ୍ୟ ଖବର

୧. ରାଜ୍ୟରେ ଦିନକରେ ୬୦୯୭ ନୂଆ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୮୨୯୯
୨. କରୋନା କଟକଣା କାଳରେ ଗତ ୨ ମାସ ମଧ୍ୟରେ ଅମାନିଆଙ୍କ ଠାରୁ ପୁଲିସ ଆଦାୟ କରିଛି ସାଢ଼େ ୧୪ କୋଟି ଜରିମାନା
୩. ଡକାୟତି ଯୋଜନା ବେଳେ କଟକ ମହାନଦୀ ହାଡ଼ିଆ ପଠାରେ ସ୍ପେଶାଲ ସ୍କ୍ବାଡର ଚଢ଼ାଉ, ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ୩୦ ରାଉଣ୍ଡ ଗୁଳି, ୫ଟି ବନ୍ଧୁକ ଓ ୨ ବାଇକ ଜବତ
୪. ଭୁବନେଶ୍ବର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ରେ ଲାଗିବ ଜୀବନ ରକ୍ଷାକାରୀ ଇକମୋ ମେସିନ
୫. ଓଡିଶା ଛୁଇଁଲା ମୌସୁମୀ ବାୟୁ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା
୬. ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା, ୩୩% ବା ତାଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ପାଇଁ ଇନପୁଟ ସହାୟତା
୭. ଚଳିତ ବର୍ଷ ଭଳି ପୁରୀ ଛଡା ଅନ୍ୟ ସମସ୍ତ ସ୍ଥାନରେ ରଥଯାତ୍ରା ବନ୍ଦ
୮. ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା, ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା କରି ପୂଜାର୍ଚନା
୯. ମୁମ୍ବଇରେ ବର୍ଷାର ତାଣ୍ଡବ, ମଲାଡ ଅଞ୍ଚଳରେ ଚାରି ମହଲା ଘର ଭୁଷୁଡି ୧୧ ଜଣଙ୍କ ମୃତ୍ୟୁ
୧୦. ଦେଶରେ ଆଜି ୯୪,୦୫୨ ନୂଆ ସଂକ୍ରମିତ ଚିହ୍ନଟ, ୬,୧୪୮ ମୃତ

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories