www.samajalive.in
Sunday, December 14, 2025
16.1 C
Bhubaneswar

ଆଖି ବୁଜିଲେ ଆଉ ୪୩ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଲଗାତାର କରୋନା ମୃତ୍ୟୁ ଦୈନିକ ୪୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୩ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫, ଅନୁଗୁଳ, ବରଗଡ,ସୁନ୍ଦରଗଡ ଓ କଟକରୁ ୪ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଲେଖାଏଁ, ବାଲେଶ୍ୱର,ଗଞ୍ଜାମ,ଝାରସୁଗୁଡା,କେନ୍ଦ୍ରାପଡା,ରାୟଗଡା ଓ ପୁରୀରୁ ୨ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୨୧୦ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories