www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୭୦ ହଜାର ୪୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୫,୧୦,୪୧୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩ ହଜାର ୯୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୭୪,୩୦୫ରେ ପହଞ୍ଚିଛି। ଦିନକରେ ଆଉ ୧,୧୯,୫୦୧ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୧,୬୨,୯୪୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୭୩,୧୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories