www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟବାସୀଙ୍କୁ ରଜର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡିଶାର ଗଣପର୍ବ ରଜ। ଆଜି ପହିଲି ରଜ। ଚଳିତ ବର୍ଷ କରୋନା ମହାମାରୀ ପାଇଁ ସଭିଁଏ ଘରେ ରହି ଏହାକୁ ପାଳନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ରଜର ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ। ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା। କୋଭିଡ ସଙ୍କଟ ସମୟରେ ପରିବାର ଲୋକଙ୍କ ସହ ଘରେ ରହି ଏହାକୁ ପାଳନ କରନ୍ତୁ। ସମସ୍ତଙ୍କ ସଚେତନତା ଓ ସହଯୋଗ, କୋଭିଡ ଯୁଦ୍ଧରେ ଆମକୁ ନିଶ୍ଚୟ ବିଜୟୀ କରିବ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories