www.samajalive.in
Tuesday, December 9, 2025
26.1 C
Bhubaneswar

ରାଜ୍ୟରେ କରୋନା ସଂକ୍ରମଣ କମୁଛି : ଡିଏମଇଟି

ଭୁବନେଶ୍ୱର : ସାରା ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ସଂକ୍ରମଣ ହାର କମ ହେଉଛି ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି।
ଡାକ୍ତର ମହାନ୍ତି କହିଛନ୍ତି ରାଜ୍ୟରେ ପଜିଟିଭିଟି ହାର କମୁଛି, ଆଗକୁ ଆହୁରି କମିବାର ସମ୍ଭାବନା ରହିଛି। ସଂକ୍ରମଣ ରୋକିବାକୁ ଏବେ ଲକଡାଉନ ଓ ଅନଲକ୍‍ ବ୍ୟବସ୍ଥା ଏକ ନିୟମିତ ପ୍ରକ୍ରିୟା ହୋଇଯାଇଛି। ସେ କହିଛନ୍ତି ଯେ ଏହାକୁ ନେଇ ଲୋକ ମାନେ ସଚେତନ ହେବାର ଆବଶ୍ୟକତା ରହିଛି।
ସଂକ୍ରମିତଙ୍କ ସଂଖ୍ୟା ଆଗକୁ କମିବ ବୋଲି ଆଶା ରହିଛି ସତ, ହେଲେ ତାହା କେବଳ ଲୋକଙ୍କ ବ୍ୟବହାର ପରେ ନିର୍ଭର କରେ। ଲୋକ ସଚେତନ ରହିବା ଆବଶ୍ୟକ। ପରିସ୍ଥିତି ଉପରେ ତର୍ଜମା କରାଯାଇ ଅନ୍‍ଲକ୍‍ ପ୍ରକ୍ରିୟା ଅନୁଧ୍ୟାନ କରାଯିବ। ଭାଇରସର ବହୁତ ମ୍ୟୁଟାଂଟ ରହିଛି। ସେଥିରୁ ଡେଲଟା ପ୍ରଜାତି ଅଧିକ ଇଫେକ୍ଟିଭ ବୋଲି ଡାକ୍ତର ମହାନ୍ତି କହିଛନ୍ତି।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories