www.samajalive.in
Tuesday, December 9, 2025
15.1 C
Bhubaneswar

ଦିନକରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଗଞ୍ଜାମ, କଳାହାଣ୍ଡି ଓ ପୁରୀ ଜିଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାଣ ହରାଇଛନ୍ତି। ସେହିଭଳି କଟକ, ଜଗତସିଂହପୁର, ରାୟଗଡା, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ଏହି ସମୟରେ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ବରଗଡ, ବଉଦ, ମୟୁରଭଞ୍ଜ ଜିଲାରୁ ଦୁଇଜଣ ଲେଖାଏଁ ଏବଂ ସମ୍ବଲପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ନୂଆପଡା ଓ କେନ୍ଦୁଝର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories