www.samajalive.in
Thursday, December 11, 2025
16.1 C
Bhubaneswar

ଦେଶରେ ହ୍ରାସ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୬୨,୪୮୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୭,୬୨,୭୯୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୫୮୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୩,୪୯୦ରେ ପହଞ୍ଚିଛି। ଦିନକରେ ଆଉ ୮୮,୯୭୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୫,୮୦,୬୪୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୯୮,୬୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୮୯,୬୦,୩୯୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories