www.samajalive.in
Wednesday, December 10, 2025
17.1 C
Bhubaneswar

ଦୋକାନରୁ ଚୋରି କରୁଥିବା ସମୟରେ ଚୋରକୁ କାବୁ କଲେ ଗ୍ରାମବାସୀ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପଡିଆପଶି ଛକରେ ଥିବା ଏକ ଦୋକାନର ଆଜବେଷ୍ଟସ ଭାଙ୍ଗି ଚୋରି କରୁଥିବା ସମୟରେ ଗ୍ରାମବାସୀଙ୍କ ହାତରେ ଦୁଇ ଜଣ ଯୁବକ ଧରାପଡ଼ିଛନ୍ତି । ରାତି ପାଖାପାଖି ଗୋଟାଏ ସମୟରେ ଦୋକାନର ଆଜବେଷ୍ଟସ ଭାଙ୍ଗି ଚୋରି କରୁଥିବା ସମୟରେ ଗ୍ରାମବାସୀ ଏହା ଜାଣି ପାରି ତୁରୁମୁଙ୍ଗା ପୁଲିସକୁ ଖବର ଦେଇଥିଲେ । ତେବେ ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁଇ ଚୋରଙ୍କୁ କାବୁ କରିବା ସମୟରେ ଚୋରଙ୍କ ଛୁରା ମାଡ଼ରେ ତୁରୁମୁଙ୍ଗା ଥାନା ଏ.ଏସ.ଆଇ ବିଜୟ କୁମାର ଖଟୁଆ ଆହତ ହୋଇଛନ୍ତି । ଦୁଇ ଚୋର ହେଲେ ଦୁଆଘାଟ ଗ୍ରାମର ସ୍ମୃତି ରଞ୍ଜନ ଭୂୟାଁ ଓ ସରୋଜ କୁମାର ରାଉତ । ଉଭୟଙ୍କୁ ପୁଲିସ ଗିରଫ କରି ଘଟଣାର ତଦନ୍ତ ଚଳାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories