www.samajalive.in
Saturday, December 6, 2025
19.1 C
Bhubaneswar

ସାନ୍ତରାପୁରରୁ କୁଟୁରା ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଳକ ଅନ୍ତର୍ଗତ ସାନ୍ତରାପୁର ଗ୍ରାମ ଡଙ୍ଗାଧର ପୋଲ ନିକଟରୁ ଆଜି ଏକ କୁଟୁରା (କୁଟାରୀ) ଉଦ୍ଧାର ହୋଇଛି। କୁଟୁରାଟିକୁ କୁକୁର ଗୋଡାଉଥିବା ବେଳେ ଗ୍ରାମର ଯୁବକମାନେ ଏହାକୁ ଉଦ୍ଧାର କରି ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନବିଭାଗ କୁଟୁରାଟିକୁ ବନ କାର୍ଯ୍ୟାଳୟକୁ ଆଣିଛି। ତେବେ ତାକୁ ନିକଟସ୍ଥ ଜଙ୍ଗଲରେ ଛାଡି ଦିଆଯିବ ବୋଲି ବନ ବିଭାଗ ସୂଚନା  ଦେଇଛନ୍ତି। ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories