www.samajalive.in
Monday, December 8, 2025
27.1 C
Bhubaneswar

ସନ୍ଧ୍ୟା ୫ଟା – ମୁଖ୍ୟ ଖବର

–ଦେଶରେ ୬ଟି ଡେଲ୍‌ଟା ପ୍ଲସ ମାମଲା ଚିହ୍ନଟ। ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରୁ ଗୋଟିଏ ଲେଖାଏଁ ଡେଲ୍‌ଟା ପ୍ଲସ ଚିହ୍ନଟ-ଆଇଏଲଏସ ନିର୍ଦେଶକ

–ଖାନ ନଗର ଶ୍ମଶାନରେ ଭିଜିଲାନ୍ସ ନିର୍ଦ୍ଦେଶକ ତଥା ସାହିତ୍ୟିକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ସମ୍ପନ୍ନ। ଗତକାଲି କଲକାତାରେ ଦେବାଶିଷଙ୍କ ପରଲୋକ ହୋଇଥିଲା।

- Advertisement -

–ସୋର: ବାହାନଗା ଥାନା କୁରୁଡ଼ା ଗାଁରେ ଅଭାବନୀୟ ଘଟଣା। ଗେମ ଖେଳିବାକୁ ବାପା ମୋବାଇଲ ନ ଦେବାରୁ ପୁଅର ଆତ୍ମହତ୍ୟା। ସକାଳେ ମୋବାଇଲ ଖେଳିବାକୁ ମାଗିଥିଲା ୧୫ ବର୍ଷର ପୁଅ।

–ଆସାମରେ ଭୂକମ୍ପ ଝଟକା ଅନୁଭୂତ ; ରିକ୍ଟର ସ୍କେଲରେ ତିବ୍ରତା ୪.୨ ରେକର୍ଡ

–ଦେଶରେ ୨୪ ଘଣ୍ଟାରେ ଆଉ ୬୦,୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

–ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୨୩,୫୪୬କୁ ବୃଦ୍ଧି

–ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ ; ମୋଟ ମୃତ୍ୟୁ ସଂଖ୍ୟା ୩,୮୫,୧୩୭

–ଦିନକରେ ୯୭,୭୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୬,୭୮,୩୯୦

–କିମ୍ବଦନ୍ତୀ ପୁରୁଷ ମିଲ୍‍ଖା ସିଂହଙ୍କ ପରଲୋକ

–ଜାମ୍ବିଆ ମହିଳାଙ୍କ ଠାରୁ ଜବତ ହେଲା ୨୧ କୋଟି ଟଙ୍କା ମୂଲ୍ୟର ହେରୋଇନ

–ଆଫଗାନ ସୈନ୍ୟଙ୍କ ଜବାବି ଆକ୍ରମଣରେ ୨୫୮ ତାଲିବାନ ଆତଙ୍କି ନିହତ

–କୃଷି କ୍ଷେତ୍ରରେ ସୌରଶକ୍ତି ବ୍ୟବହାର ପାଇଁ ଖର୍ଚ୍ଚହେବ ୨୦,୦୦୦ କୋଟି

–ଭାରତୀୟ ବଂଶୋଦ୍ଭବ ପ୍ରଥମ ବ୍ୟକ୍ତି କାନାଡା ସୁପ୍ରିମକୋର୍ଟର ବିଚାରପତି

–ଉତ୍ତରପ୍ରଦେଶରରେ ଗଙ୍ଗାରୁ ଉଦ୍ଧାର ହେଲା ‘ଗଙ୍ଗା’

–ୟୁରୋ କପ୍‌: ୧-୦ରେ ସ୍ବିଡେନ୍‌ ବିଜୟୀ, ପ୍ରିକ୍ବାର୍ଟରରେ ନେଦରଲ୍ୟାଣ୍ଡ୍‌ସ

–ରାଜ୍ୟରେ ଦିନକରେ ୩୪୨୭ ନୂଆ ସଂକ୍ରମିତ; ସଂଗରୋଧରୁ ୧୯୫୪ ଓ ସ୍ଥାନୀୟ ସଂକ୍ରମିତ ୧୪୭୩

–ରାଜ୍ୟରେ ୨୪ ଘଣ୍ଟାରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

–ବାଲେଶ୍ଵର ଜିଲ୍ଲା ଔପଦା ଥାନା ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମରେ ମଦ ନିଶାରେ କଟୁରିରେ ହାଣି ବାପାକୁ ହତ୍ୟା କଲା ପୁଅ

–କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପଡିଆପଶି ଛକରେ ଥିବା ଏକ ଦୋକାନରୁ ଚୋରି କରୁଥିବା ସମୟରେ ଚୋରକୁ କାବୁ କଲେ ଗ୍ରାମବାସୀ

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories