www.samajalive.in
Monday, December 8, 2025
24.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ; ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

- Advertisement -

୨୪ ଘଣ୍ଟାରେ ରାଜ୍ୟରେ ୩୫୭୭ ନୂଆ କରୋନା ସଂକ୍ରମିତ ଚିହ୍ନଟ; ସଂଗରୋଧରୁ ୨୦୩୯, ସ୍ଥାନୀୟ ସଂକ୍ରମିତ ୧୫୩୮

ଓଡ଼ିଶାରେ ୨୪ ଘଣ୍ଟାରେ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଦେଶରେ ଦୈନିକ ସଂକ୍ରମଣ ୬୦ ହଜାର ତଳକୁ ଖସିଲା

୨୪ ଘଣ୍ଟାରେ ଆଉ ୫୮ ହଜାର ୪୧୯ ନୂଆ ଆକ୍ରାନ୍ତ ଚିହ୍ନଟ ; ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୮୧,୯୬୫କୁ ବୃଦ୍ଧି

ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୫୭୬ ଆକ୍ରାନ୍ତଙ୍କ ମୃତ୍ୟୁ ; ମୋଟ ମୃତ୍ୟୁ ସଂଖ୍ୟା ୩,୮୬,୭୧୩

ଦିନକରେ ଆଉ ୬୦,୦୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥ ୨,୮୭,୬୬,୦୦୯

ବ୍ରିଟେନରେ ସଂପ୍ରତି କୋଭିଡ-୧୯ର ତୃତୀୟ ଲହର ବ୍ୟାପିବାରେ ଲାଗିଛି। ମାରାତ୍ମକ ସଂକ୍ରମଣ କ୍ଷମତା ରଖୁଥିବା ଡେଲଟା ଭାରିଆଣ୍ଟ ପାଇଁ ଦେଶରେ କୋଭିଡ-୧୯ର ତୃତୀୟ ଲହର ଆରମ୍ଭ ହୋଇଥିବା ଜଣେ ସ୍ୱାସ୍ଥ୍ୟ କହିଛନ୍ତି ବିଶେଷଜ୍ଞ

ଦେଢବର୍ଷ ପରେ ବାପା ମା’ଙ୍କ ସହିତ ମିଳିତ ହେଲା ୫ବର୍ଷର ଅଷ୍ଟ୍ରେଲୀୟ ଶିଶୁ କନ୍ୟା

ଜାତୀୟସ୍ତରରେ ବେତନ ସୀମା ଏବଂ ସର୍ବନିମ୍ନ ମଜୁରୀ ନିର୍ଦ୍ଧାରଣ ପାଇଁ ଗଠିତ ବିଶେଷଜ୍ଞ କମିଟି ତାଙ୍କର ରିପୋର୍ଟ ଖୁବଶୀଘ୍ର କରିବେ ପ୍ରଦାନ

୨୮ ଘଣ୍ଟାରେ ୧୦ ମହଲା ଘର ତିଆରି

ଗୁଜରାଟର ସାବରମତୀ ନଦୀ ଏବଂ ଅହମଦାବାଦ ସହରରେ ଥିବା ଦୁଇଟି ହ୍ରଦ ଜଳରୁ କରୋନା ଭୂତାଣୁର ନମୁନା କରାଯାଇଛି ଠାବ ; ଆଇଆଇଟି ଗାନ୍ଧୀନଗରର ଏକ ଗବେଷକଦଳ ପକ୍ଷରୁ ଅଧ୍ୟୟନ

କୋପା ଆମେରିକା ଫୁଟବଲ – ଆର୍ଜେଣ୍ଟିନା ଓ ଚିଲି ବିଜୟୀ

ୟୁରୋ କପ୍‌: ହଙ୍ଗେରୀ-ଫ୍ରାନ୍‌ସ ମ୍ୟାଚ୍‌ ଡ୍ର, ଜର୍ମାନୀ ବିଜୟୀ ; – ସ୍କଟଲାଣ୍ଡ ସହ ପଏଣ୍ଟ ଭାଗକଲା ଇଂଲଣ୍ଡ

କୋପା ଆମେରିକା ଫୁଟବଲ – ଆର୍ଜେଣ୍ଟିନା ଓ ଚିଲି ବିଜୟୀ

୧୯୫୭ରେ କଟକର ବାରବାଟୀ ଷ୍ଟାଡ଼ିୟମରେ ଜାତୀୟ ଦୌଡ଼କୁଦ ପ୍ରତିଯୋଗିତା ; ବାରବାଟୀ ଷ୍ଟାଡିୟମ୍‌ ଟ୍ରାକ୍‌କୁ ମାପିଥିଲେ ମିଲ୍‌ଖା

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories