www.samajalive.in
Monday, December 8, 2025
24.1 C
Bhubaneswar

ଶ୍ୟାମ୍ ମେଟାଲିକ୍ସରେ ଦୁର୍ଘଟଣା; କାର୍ଯ୍ୟରତ କର୍ମଚାରୀଙ୍କ ହାତ କଟିଗଲା

ରେଙ୍ଗାଲି: ରେଙ୍ଗାଲି ନିକଟସ୍ଥ ପଣ୍ଡଲୋଇଠାରେ ଥିବା ଶ୍ୟାମ୍ ମେଟାଲିକ୍ସ କାରଖାନାରେ ଗତ ରାତିରେ ଏକ ଦୁର୍ଘଟଣା ଘଟି ଜନୈକ ବେଲ୍ଟ ଅପରେଟରଙ୍କ ଡାହାଣ ହାତ କଟିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କମ୍ପାନୀର ଆମ୍ବୁଲାନ୍ସରେ ନିଆଯାଇ କଟକ ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଆହତ କର୍ମଚାରୀଙ୍କ ପରିଚୟ ଜଣାପଡ଼ିନାହିଁ । ତେବେ ଆହତର ଡାକ ନାମ ଯଦୁ ବୋଲି କୁହାଯାଉଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories