www.samajalive.in
Monday, December 8, 2025
27.1 C
Bhubaneswar

ଟିକାକରଣ ଓ ମାସ୍କ ପରିଧାନ ନେଇ ସଚେତନତାକୁ ଆହୁରି ବ୍ୟାପକ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ୱ ଟିକାକରଣ ସମ୍ଭବ ହୋଇଛି । ଟିକାକରଣ ଓ ମାସ୍କ ପରିଧାନ ନେଇ ସଚେତନତାକୁ ଆହୁରି ବ୍ୟାପକ କରିବା ଏବଂ ନିଜ ତଥା ନିଜ ପରିବାର ସହ ସାରା ଦେଶକୁ ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

 

- Advertisement -

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଶାବାସୀଙ୍କ ସହଯୋଗ ଓ ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କ ନିଷ୍ଠାପର ଉଦ୍ୟମ ବଳରେ ରାଜ୍ୟରେ କୋଭିଡ୍‌ ଟିକାକରଣ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଏହି ସଫଳତା ପଛରେ ଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ଟିକାକରଣ ଅଭିଯାନକୁ ଆହୁରି ବ୍ୟାପକ କରିବା ପାଇଁ ଆହ୍ୱାନ କରିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories