www.samajalive.in
Sunday, December 7, 2025
14.1 C
Bhubaneswar

ଅପରାହ୍ନ ୪ଟା – ମୁଖ୍ୟ ଖବର

୧. ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ଆଜି ରାତିରୁ ପୁରୀ ଶ୍ରୀକ୍ଷେତ୍ରରେ ଲାଗୁ ହେବ ଧାରା ୧୪୪
୨. ଭୁବନେଶ୍ୱରରେ ନକଲି ଔଷଧ ବିକ୍ରି କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କଲା ସ୍ୱତନ୍ତ୍ର କାର୍ଯ୍ୟ ଦଳ
୩. କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ସ୍ନାନ ଯାତ୍ରାରେ ପୁରୀ ଗଜପତି ମହାରାଜ ଛେରା ପହଁରା କରିବେ ନାହିଁ, ତାଙ୍କ ବଦଳରେ ଛେରାପହଁରା କରିବେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ
୪. କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ଦାୟର ୫ଟି ମାମଲାରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ
୫. ଟ୍ୱିଟ କଲେ ସାଂସଦ ଅପରାଜିତା, କହିଲେ ଟିକାକରଣ କେନ୍ଦ୍ରରେ ସୌଜନ୍ୟତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇବା କଥା
୬. ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, କେନ୍ଦ୍ରାପଡ଼ା ମାର୍ଶାଘାଇରେ ସର୍ବାଧିକ ୨୨୫ ମିମି ବର୍ଷା ରେକର୍ଡ କରାଯାଇଛି
୭. ମନ୍ତ୍ରୀ ସମୀର ଦାଶଙ୍କ ସୂଚନା, ଏଥର ବି ୩୦% କମିବ ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ୍
୮. ରାଜ୍ୟରେ ଆଜି ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ, ୪୬ ମୃତ
୯. ଆନନ୍ଦପୁର ବୈତରଣୀ ନଦୀରେ ଭାସିଯାଇ ନିଖୋଜ ଥିବା ୪ ଜଣଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ
୧୦. ରାଜ୍ୟରେ ଡେଲଟା ପ୍ଲସକୁ ନେଇ ଅଧିକ ଅନୁଧ୍ୟାନ ଚାଲିଥିବା ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତିଙ୍କ ସୂଚନା

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories