www.samajalive.in
Saturday, December 13, 2025
26.1 C
Bhubaneswar

ରାତି ୮ଟା – ମୁଖ୍ୟ ଖବର

୧. ସ୍କୁଲ ପାଠ୍ୟକ୍ରମରେ ପ୍ରଥମ ଭାଷା ଓଡ଼ିଆର ଉଭୟ ନବମ ଓ ଦଶମରେ ସ୍ଥାନ ପାଇଲା ବନ୍ଦେ ଉତ୍କଳ ଜନନୀ, ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଜ୍ଞପ୍ତି
୨. ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ
୩. ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି, କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
୪. ଭୁବନେଶ୍ୱରରେ ନକଲି ଔଷଧ ବିକ୍ରି କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ସ୍ୱତନ୍ତ୍ର କାର୍ଯ୍ୟ ଦଳ
୫. କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ସ୍ନାନ ଯାତ୍ରାରେ ଛେରା ପହଁରା କରିବେ ନାହିଁ ପୁରୀ ଗଜପତି ମହାରାଜ
୬. ମନ୍ତ୍ରୀ ସମୀର ଦାଶଙ୍କ ସୂଚନା, ଏଥର ବି ୩୦% କମିବ ନବମ ଓ ଦଶମ ଶ୍ରେଣୀର ସିଲାବସ୍
୭. ଶ୍ରୀନଗର ଉପକଣ୍ଠ ନଉଗାଁ ଅଞ୍ଚଳରେ ସିଆଇଡି ଅଧିକାରୀଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ
୮. ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ ବନ୍ଦିତା ପରିଡ଼ାଙ୍କୁ ନିଯୁକ୍ତି ଦେଲେ ସୋନିଆ ଗାନ୍ଧି
୯. ଆଜି ରାଜ୍ୟରେ ୩୪୫୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୪୬ ମୃତ
୧୦. ଆଜି ଦେଶରେ ୫୦୮୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୧୩୫୮ ମୃତ ଓ ୬୮୮୧୭ ସୁସ୍ଥ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories