www.samajalive.in
Tuesday, December 9, 2025
17.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

ସ୍ନାନ ବେଦୀରେ ଚତୁର୍ଦ୍ଧା ମୂର୍ତ୍ତି ; ୧୦୮ ଗରା ସୁବାସିତ ଜଳରେ ସ୍ନାନକଲେ ମହାପ୍ରଭୁ; ଗଜାନନ ବେଶରେ ଦେଉଛନ୍ତି ଦର୍ଶନ

ଦେବପୂର୍ଣ୍ଣିମା ଅବସରରେ ଗଜପତି ମହାରାଜାଙ୍କ ଶୁଭେଚ୍ଛା ; ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରୁଛି, ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି, ମାନବ ସମାଜର ମଙ୍ଗଳ , ସୁସ୍ଥ୍‍ ଓ ନିରାମୟ ଜୀବନ କାମନା କରୁଛି

- Advertisement -

ଓଡ଼ିଶାରେ ଆସନ୍ତା କାଲି  ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ ; ଏଥିସହିତ ଓଡ଼ିଶା ଓପନ ସ୍କୁଲ ସାର୍ଟିଫିକେଟ ଏବଂ ମଧ୍ୟମା ପରୀକ୍ଷା ୨୦୨୧ର ଫଳ ମଧ୍ୟ ପ୍ରକାଶ ପାଇବ

ଦେଶରେ ୨୪ ଘଣ୍ଟାରେ ଆଉ ୫୪,୦୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ପଜିଟିଭ ସଂଖ୍ୟା ୩,୦୦,୮୨,୭୭୮କୁ ବୃଦ୍ଧି

ଦୈନିକ ପଜିଟିଭ ହାର ୩.୦୪ ପ୍ରତିଶତ

ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୩୨୧ ଆକ୍ରାନ୍ତଙ୍କ ମୃତ୍ୟୁ

ମୋଟ ମୃତ୍ୟୁ ସଂଖ୍ୟା ୩,୯୧,୯୮୧

ଦିନକରେ ଆଉ ୬୮,୮୮୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୦,୬୩,୭୪୦ ସୁସ୍ଥ

ଆରୋଗ୍ୟ ହାର ୯୬.୬୧

୬,୨୭,୦୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ମଧ୍ୟପ୍ରଦେଶରେ ଡେଲଟା ପ୍ଲସ୍‍ ଭାରିଆଣ୍ଟରେ ପ୍ରଥମ ମୃତ୍ୟୁ ; ସଂକ୍ରମିତ ମହିଳାଙ୍କ ମୃତ୍ୟୁପରେ ଆସିଲା ଜୋନୋମ ସିକ୍ୱେନ୍ସିଂ ରିପୋର୍ଟ

ଏନଡିଏ ଛାଡିବାକୁ ଚିରାଗଙ୍କୁ କହିଲେ ତେଜସ୍ୱୀ ଯାଦବ ; ଏଲଜେପିରେ ବିଭାଜନ ପଛରେ ଜେଡି(ୟୁ) ରହିଥିବା ଅଭିଯୋଗ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୦୯୮ ଏବଂ ସ୍ଥାନୀୟ ସଂକ୍ରମିତ ୧୫୫୨

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୪ ଏବଂ କଟକରୁ ୪୮୫

ଶିଶୁଙ୍କୁ କରୋନାରୁ ରୋକିବ ମିଳିମିଳା ଟିକା

‘ଶିଶୁଙ୍କୁ ଲୋଡ଼ା ନାହିଁ କରୋନା ଟିକା’ – ଆଇସିଏମ୍‌ଆର ମୁଖ୍ୟ ଡାକ୍ତର ବଳରାମ ଭାର୍ଗବ

ଏତଲା ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟ ଗଲେ ରାମଦେବ

ଦେଶବାସୀଙ୍କୁ ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ଚେତାବନୀ ; ଟିକା ନ ନେଲେ ଭାରତ ଚାଲିଯାଅ

ଅଲିମ୍ପିକ୍‌ସ ପଦକ ଜିତିଥିବା ଭାରୋତ୍ତୋଳନକାରିଣୀ କର୍ଣ୍ଣମ୍ ମାଲେଶ୍ବରୀ ଦିଲ୍ଲୀ କ୍ରୀଡ଼ା ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ହୋଇଛନ୍ତି ନିଯୁକ୍ତ

ମାଧ୍ୟମିକ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ସାମିଲ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories