www.samajalive.in
Wednesday, December 10, 2025
23.1 C
Bhubaneswar

ଆଇପିଏସ ସ୍ତରରେ ଅଦଳବଦଳ, ଯଶୋବନ୍ତ ଜେଠୱା ହେଲେ ଭିଜିଲାନ୍ସ ନିର୍ଦେଶକ

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି। ଯଶୋବନ୍ତ ଜେଠୱା ଭିଜିଲାନ୍ସ ନିର୍ଦେଶକ ହୋଇଥିବାବେଳେ ଲଳିତ ଦାସଙ୍କୁ ଗୁଇନ୍ଦା ନିର୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ସଞ୍ଜୀବ ପଣ୍ଡାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ବଦଳି କରାଯାଇଥିବାବେଳେ ଅରୁଣ ବୋଥ୍ରା ହେଲେ ପରିବହନ କମିଶନର ଏବଂ ରାଧାକୃଷ୍ଣ ଶର୍ମା ଆଇନଶୃଙ୍ଖଳା ଏଡିଜି ଭାବେ ବଦଳି କରାଯାଇଛି। ଅସିତ କୁମାର ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଆଜି ଏବଂ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି।

Hot this week

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

Related Articles

Popular Categories